ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…
ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କୃଷକ ସଙ୍ଗଠକ ରାମ ପୂଜାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ…
ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ
ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ ଗ୍ରାମରେ ଜୋରସୋରରେ ଧାନ ରୁଆ ବେଉଷଣ ସାଙ୍ଗକୁ କପା ଜମିରେ ହୁଡ଼ା ଦିଆ…
ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ
କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ ଜୀବନ ଚାଲିଯାଇଛି। ମୃତକ ଦୁଇଜଣ ହେଲେ ବାଲିପଡ଼ା ଗ୍ରାମର ସନ୍ତୋଷ ଦେହୁରୀ ଓ…
ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ
ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ ନେଇ ଜିଲାରେ ଚାଷୀ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ଶନିବାର ବରଗଡ଼ ଡିଆର୍ସିଏସଙ୍କ…
କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…
କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି କାର୍ଯ୍ୟକ୍ରମ ଏବଂ ଆଗାମୀ ଖରିଫ-୨୦୨୬ ଋତୁ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଏହି…
ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ
ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ କରି ସାରିଥିଲେ ମଧ୍ୟ ସରକାରୀ ମଣ୍ଡିରେ ଧାନ ବିକ୍ରୟ କରିପାରୁ ନ ଥିବାରୁ…
ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ
ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ ଚାଲିଥିବାରୁ ଜିଲାର ବିଭିନ୍ନ ମଣ୍ଡିରେ ବିକ୍ରି ଅପେକ୍ଷାରେ ବହୁ ପରିମାଣରେ ଧାନ ପଡ଼ିଛି।…
ଦାବି ପୂରଣ ନ ହେଲେ ଆସନ୍ତାକାଲିଠାରୁ ଅନିର୍ଦ୍ଦିଷ୍ଟ କାଳ ଯାଏ ଧାରଣା, ଚେତାବନୀ ଦେଇ…
କେସିଙ୍ଗା,୭ା୬(ତୁମେଶ୍ୱର ସାହୁ): ଅଲ ଓଡ଼ିଶା ରାଇସ୍ ମିଲର୍ସ ଆସୋସିଏଶନ ରାଜ୍ୟ ସରକାରଙ୍କୁ ୯ ଦଫା ସମ୍ବଳିତ ଦାବି ନେଇ ଦୀର୍ଘ ଦୁଇବର୍ଷରୁ ଦାବି କରି ଆସୁଛି। କିନ୍ତୁ ରାଜ୍ୟ ସରକାର ଆସୋସିଏଶନର ଦାବିକୁ କର୍ଣ୍ଣପାତ କରୁ ନ ଥିବାରୁ ଆସନ୍ତାକାଲି(ସୋମବାର)ଠାରୁ କେସିଙ୍ଗା…
ମଣ୍ଡି ଉଦ୍ଘାଟନ ପରେ ବି ଉଠୁନି ଚାଷୀଙ୍କ ଧାନ
କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେ ଥିବା ବିଭିନ୍ନ ଧାନମଣ୍ଡି ଉଦଘାଟନ ହେବାର ୭ଦିନ ବିତିଯାଇଥିଲେ ସୁଦ୍ଧା ଚାଷୀଙ୍କ ଧାନ ଉଠିବାରେ ବିଳମ୍ବ ହେଉଥିବା ଦେଖିବାକୁ ମିଳିଛି। ବ୍ଲକର କର୍ଲାମୁଣ୍ଡା ପ୍ରାଥମିକ କୃଷି ସମବାୟ ସମିତି ପକ୍ଷରୁ…
ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍, ଫସରଫାଟିଲା ଫଲ୍ସ ଏଣ୍ଟ୍ରି
ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ ଥିବାରୁ ଜିଲାର ମଣ୍ଡିଗୁଡ଼ିକରେ ଧାନ ବିକ୍ରି ଓ ଉଠାଣ ପ୍ରକ୍ରିୟା ଶୀଥିଳ ହୋଇ…
ଚାଷୀଙ୍କୁ ଧାନ ଟଙ୍କା ନ ଦେବାରୁ ଗାଡ଼ି ଅଟକାଇଲେ ଚାଷୀ
ଆନନ୍ଦପୁର,୩ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ବଳଦୁଆଁ ଗ୍ରାମର ଚାଷୀଙ୍କଠାରୁ ଧାନ ନେଇ ପଳାଇଯାଇଥିଲା। ୩ ମାସ ପରେ ଗାଡ଼ିକୁ ପାଇ ଅଟକାଇଛନ୍ତ ଚାଷୀ। ସୂଚନାରୁ ଜଣାପଡ଼ଛି ବଳଦୁଆଁ ଗ୍ରାମର ମଧୁସୂଦନ ଜେନା, ସନାତନ ଦାସ, ଅଜୟ କୁମାର…
ରବିଧାନ ସଂଗ୍ରହ କମିଟି ବୈଠକ: ମେ’ ୧୧ରୁ ରବିଧାନ କିଣାବିକା
ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ମେ’ ୧୧ତାରିଖରୁ ଜିଲାରେ ରବିଧାନ କିଣାବିକା ଆରମ୍ଭ ହେବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ବୈଠକରେ ଜନପ୍ରତିନିଧି, ମିଲର୍ସ,…

