Tag Archives: paddy

ବର୍ଷା ଧୋଇନେଲା ବର୍ଷକର ଦାନା

ଭୁବନେଶ୍ୱର,୨୨ା୧୨(ଅନିଲ ଦାସ): ଗତ ଦୁଇଦିନ ଧରି ଲାଗି ରହିଥିବା ଲଘୁଚାପ ବର୍ଷା ଧାନ ଫସଲକୁ ଏକ ପ୍ରକାର ଧୋଇନେଇଛି। ପାଣିରେ ଲୋଟୁଛି ପାଚିଲା ଧାନ। ଯଦିଓ ଶନିବାର ଅପରାହ୍ନରୁ ବର୍ଷା ହ୍ରାସ ପାଇଛି ତେବେ ବିଲରେ ପାଣି ଛିଡ଼ା ହୋଇଛି। ପାଣି…

ଏଫ୍‌ଏକ୍ୟୁ ମାନକୁ ନେଇ ବିବାଦ, ମଣ୍ଡିରୁ ଉଠିଲାନି ଧାନ

ଝରିଗାଁ,୧୮ା୧୨(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଝରିଗାଁ ଏବଂ ଚଚା ମଣ୍ଡିରେ ମଧ୍ୟ ଧାନର ଏଫ୍‌ଏକ୍ୟୁ ମାନକୁ ନେଇ ବିବାଦ ଦେଖାଦେଇଛି। କିଛି ଚାଷୀଙ୍କ ଧାନ ପରୀକ୍ଷା ପରେ ଏଫ୍‌ଏକ୍ୟୁ ମାନର ଧାନ ହୋଇ ନ ଥିବାରୁ ମଣ୍ଡିରେ…

ଟୋକନ ଆସିଲା, ଧାନ ଉଠିଲାନି

ବଲାଙ୍ଗୀର,୭ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲାରେ ଡିସେମ୍ବର ୨ ତାରିଖରୁ ଧାନକିଣା ଆରମ୍ଭ ହେବ ବୋଲି ଜିଲା ସ୍ତରୀୟ ଧାନକ୍ରୟ କମିଟି ବୈଠକରେ ନିଷ୍ପତ୍ତି ହୋଇଥିଲା। ହେଲେ କୌଣସି ମଣ୍ଡିରେ ଚାଷୀଙ୍କ ଧାନ କିଣାଯାଇ ନ ଥିବା ଜଣାପଡିଛି। ମଣ୍ଡି ଗୁଡିକ…

ଧାନଗଦାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ପୋଡ଼ି ପାଉଁଶ ହେଲା ୫୦ କ୍ୱିଣ୍ଟାଲରୁ ଅଧିକ ଧାନ

କେସିଙ୍ଗା,୨୯ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ପଞ୍ଚାୟତ ଅନ୍ତର୍ଗତ ତହର୍ଶି ଗ୍ରାମର ଜନ୍ମସି ନାଏକଙ୍କ ଧାନଗଦାରେ କେହି ଦୁର୍ବୃତ୍ତ ନିଆଁ ଲଗାଇଥିବାରୁ ପ୍ରାୟ ୫୦ କ୍ୱିଣ୍ଟାଲରୁ ଅଧିକ ଧାନ ପୋଡ଼ି ପାଉଁଶ ହୋଇଯାଇଛି। ଶୁକ୍ରବାର ଭୋର୍‌ରୁ ନିଜ ଧାନଗଦାରେ…

ଲୋପ ପାଉଛି ପାରମ୍ପରିକ ଚାଷ, କଳାହାଣ୍ଡି ଜିଲା ହରାଉଛି ଜୈବ ବିବିଧତା

ଭବାନୀପାଟଣା,୧୮।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ବର୍ଷ ବର୍ଷ ଧରି ଚାଲି ଆସୁଥିବା ପାରମ୍ପରିକ ଚାଷ ଓ ବିହନ କିସମ ଲୋପ ପାଇବାରେ ଲାଗିଥିବା ବେଳେ ଜୈବ ବିଭିଧତା ହରାଇବାରେ ଲାଗିଛି। ସେହିପରି ବହୁ ବର୍ଷ ଧରି ଚାଲିଆସିଥିବା ମିଶ୍ରିତ ଚାଷ…

ଚଳିତ ବର୍ଷରେ ଏକ କୋଟି ମେଟ୍ରିକ ଟନ୍‌ ଧାନ ସଂଗ୍ରହ କରିବେ ସରକାର: ଏମ୍‌ଏସ୍‌ପି ୩୧୦୦ ଟଙ୍କାରେ ଧାନ ବିକିବେ ଚାଷୀ

ଭୁବନେଶ୍ୱର,୧୮ା୯: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ୍‌ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା କରିଛନ୍ତି। କୃଷକମାନଙ୍କ ହିତକୁ ଦୃଷ୍ଟିରେ ରଖି ଧାନର ବର୍ଦ୍ଧିତ ସର୍ବନିମ୍ନ ସହାୟକ ମୂଲ୍ୟ ଲାଗୁ…

ଫସଲ ବୀମା ୱେବ୍‌ ପୋର୍ଟାଲରେ ନାହିଁ ମଧୁବନ ଗାଁ

ରସୁଲପୁର,୯ା୮(ରଞ୍ଜିତ ରାଉତ): ଯାଜପୁର ଜିଲା ରସୁଲପୁର ତହସିଲ ଅଧୀନରେ ୨୮ ପଞ୍ଚାୟତ ଓ ୧୭୪ ରାଜସ୍ବ ଗ୍ରାମ ରହିଛି। ସେଥିମଧ୍ୟରୁ ମଧୁବନ ଗାଁ ପ୍ରଧାନମନ୍ତ୍ରୀ ଫସଲ ବୀମା ପଞ୍ଜୀକରଣ ପାଇଁ ଉଦ୍ଦିଷ୍ଟ ୱେବ ପୋର୍ଟାଲରେ ସ୍ଥାନିତ ହୋଇନାହିଁ। ଫସଲ ବୀମା ଯୋଜନାରେ…

ଲଗାଣ ବର୍ଷାରେ ଧାନତଳି ନଷ୍ଟ ଆଶଙ୍କାରେ ଚାଷୀ

ନିରାକାରପୁର,୨୦ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୨ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନଜମିରେ ବର୍ଷା ପାଣି ଲହଡ଼ି ଭାଙ୍ଗୁଥିବା ବେଳେ ତଳି କିଆରିରେ ପାଣି ବୁଡି ରହିବା କାରଣରୁ ଗଜା ଧାନ ନଷ୍ଟ…

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ରବିଋତୁ ଧାନ ସଂଗ୍ରହ ପାଇଁ ମଣ୍ଡିଗୁଡ଼ିକ ଖୋଲିବ। ସଂଯୋଗବଶତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?