‘ତାଙ୍କୁ PM କର’, ଜ୍ଞାନେଶ କୁମାରଙ୍କୁ ପଦ୍ମ ଭୂଷଣ ଦେବା ବୟାନରେ କଟାକ୍ଷ କଲେ ପୱନ ଖେରା
ନୂଆଦିଲ୍ଲୀ,୨୬।୯: ନିର୍ବାଚନ ଆୟୋଗଙ୍କୁ ନେଇ ଚାଲିଥିବା ରାଜନୈତିକ ବିତର୍କ ମଧ୍ୟରେ, କଂଗ୍ରେସ ନେତା ପୱନ ଖେରା ପଶ୍ଚିମବଙ୍ଗ ଭାଜପା ସଭାପତି ସମିକ ଭଟ୍ଟାଚାର୍ଯ୍ୟଙ୍କ ଏକ ମନ୍ତବ୍ୟକୁ ନେଇ କଟାକ୍ଷ କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ପ୍ରଶଂସା କରି ଭଟ୍ଟାଚାର୍ଯ୍ୟ…

