୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ… ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ପୁରୋହିତ ଜ୍ୟୋତିରାଜ ଦାସ ରବି କୁମାର…