ଦୀର୍ଘ ୪୦ ବର୍ଷ ପରେ ଏକାଠି ହେଲେ ପୁରାତନ ଛାତ୍ର: ପଦ୍ମନାଭପୁର ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟର ବନ୍ଧୁମିଳନ ଉତ୍ସବ ଦିଗପହଣ୍ଡି,୧୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟର ୧୯୮୬ ମସିହା ମ୍ୟାଟ୍ରିକ ବ୍ୟାଚର ପୁରାତନ ଛାତ୍ରଙ୍କ ଏକ ଭବ୍ୟ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଜକର ଗ୍ରାମ ନିକଟସ୍ଥ...