Tag Archives: Padmapur

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଜୀବନ

ଗୁଣପୁର,୯ା୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ରାଗୟଡ଼ା ଜିଲା ପଦ୍ମପୁର ଥାନା ଗୁଲୁଗୁଡ଼ାର ତାରପାଗୁଡ଼ାରେ ଘଟିଛି ଅଘଟଣ। ପାଇଖାନା ଟାଙ୍କିକୁ ଜଣଙ୍କ ପରେ ଜଣେ ଓହ୍ଲାଇ ତିନି ଜଣ ଶାସରୁଦ୍ଧ ହୋଇ ମୃତ୍ୟୁବରଣ କରିଛନ୍ତି। ଦୁଇ ଜଣ ମିସ୍ତ୍ରୀଙ୍କ ସହ ଜଣେ ଦିନ ମଜୁରିଆଙ୍କ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର ହୋଇଛନ୍ତି। ସୂଚନା ଅନୁଯାୟୀ, କନସିଂହା ଗ୍ରାମର ରାଜ ମଲ୍ଲିକ ଓ ଗଣେଶ ଡୁଡୁକା…

ରିଭଲଭର ଦେଖାଇ ଡକାୟତି: ଘର କବାଟ ବାଡ଼ାଇଲେ, ଖୋଲିବାରୁ ୩ ଆଇଫୋନ୍‌ ସହ…

ପଦ୍ମପୁର,୧୦ା୫(କାଳୀପଦ ରାୟ): ଭଦ୍ରକ ସଦର ବ୍ଲକର ପଗଡ଼ ନଦେଇଦିହ ଗ୍ରାମର ଶନିବାର ରାତିରେ ରିଭଲବର ଦେଖାଇ ଡକାୟତି ହୋଇଛି। ସୂଚନାନୁଯାୟୀ ଶନିବାର ରୀତିରଞ୍ଜନ ସ୍ବାଇଁ ଘରେ ନ ଥିବାବେଳେ ତାଙ୍କ ସ୍ତ୍ରୀ ପିଉସା ପିଉସୀ ଭାଉଜ ଘରେ ଥିଲେ, ରାତିରେ କେହି…

ପଦ୍ମପୁରରେ ନୂତନ ବିଡିଓ ଭାବେ ଯୋଗ ଦେଲେ ମନୋଜ କୁମାର

ପଦ୍ମପୁର,୧୭।୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ବ୍ଳକର ନୂତନ ବିଡ଼ିଓ ଭାବରେ ମନୋଜ କୁମାର ଦେବତା ଯୋଗଦେଇଛନ୍ତି। ଏହା ପୂର୍ବରୁ ଶ୍ରୀ ଦେବତା ଜି ଉଦୟଗିରି ବିଡ଼ିଓ, କନ୍ଧମାଳ ସହକାରୀ ଉପଜିଲାପାଳ ଭାବରେ ଦାୟିତ୍ୱ ନିର୍ବାହ କରିଥିଲେ। ପଦ୍ମପୁର ବ୍ଳକର ଉନ୍ନୟନ…

ଫାଷ୍ଟ ଫୁଡ୍‌ ଦୋକାନ ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ପଦ୍ମପୁର,୧୫ା୯(ପ୍ରଶାନ୍ତ କୁମାର କର): ରାୟଗଡ଼ା ଜିଲାର ପଦ୍ମପୁର ସୁନାରି ଘାଇ ଛକ ନିକଟରେ ଥିବା ଏକ ଫାଷ୍ଟ ଫୁଡ୍ ଦୋକାନରେ କାର୍ଯ୍ୟ କରୁଥିବା ଜଣେ କମଚାରୀ ଦୋକାନରେ କେହି ନଥିବା ବେଳେ ଫ୍ୟାନ୍‌ରେ ଗାମୁଛା ବାନ୍ଧି ଝୁଲି ପଡିଛନ୍ତି। ଯୁବକ ଜଣକ…

ପଦ୍ମପୁର ଆସନକୁ ଝୁଲାଇ ରଖିଛି ବିଜେଡି, ବଢୁଛି କଳ୍ପନାଜଳ୍ପନା

ବରଗଡ଼,୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ୫ଟି ବିଧାନସଭା ଆସନରୁ ଅତାବିରା, ବରଗଡ଼, ବିଜେପୁର ଏବଂ ଭଟଲି ଆସନ ପାଇଁ ବିଜେଡି ପ୍ରାର୍ଥୀ ତାଲିକା ପ୍ରକାଶ କରି ସାରିଛି। ହେଲେ ପଦ୍ମପୁର ଆସନକୁ ବିଜେଡି ଏପର୍ଯ୍ୟନ୍ତ ଝୁଲାଇ ରଖିଛି। ଏହାକୁ ନେଇ ଆଶାୟୀମାନେ…

ଖୁବଶୀଘ୍ର ଗଠନ ହେବ ପଦ୍ମପୁର ଜିଲା, ଜିଲାପାଳ କାର୍ଯ୍ୟାଳୟ ପାଇଁ ସ୍ଥାନ ନିରୂପଣ

ପଦ୍ମପୁର, ୪ା୧୨(ପ୍ରଦୀପ୍ତ ଦାଶ ) ପଦ୍ମପୁରରେ ନୂତନ ଜିଲାପାଳ କାର୍ଯ୍ୟାଳୟ ସ୍ଥାନ ନିରୂପଣ ପାଇଁ ଉତ୍ତରାଞ୍ଚଳ ଆରଡିସି ଡକ୍ଟର ସୁରେଶ ଚନ୍ଦ୍ର ଦଲାଇଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କମିଟି ସୋମବାର କ୍ଷେତ୍ର ପରିଦର୍ଶନ କରିଛନ୍ତି। ପଦ୍ମପୁର ନିକଟସ୍ଥ ଚିରୋଲି, ଅନ୍ବେଶା ହଷ୍ଟେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?