padmashree maguni charana kuanr

ପଦ୍ମଶ୍ରୀ ମାଗୁଣି ଚରଣଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୬): ବିଶିଷ୍ଟ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି,…

2 years ago