ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର ରାତିରେ ଗୋଟିଏ ବୋଲେରୋ ୨ ଗୋଟି ବାଇକ୍ ଚୋରି ଘଟଣା ପରେ ମଙ୍ଗଳବାର…