ଆଦିବାସୀଙ୍କ ଧର୍ମପୀଠରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପୂଜାର୍ଚ୍ଚନା, ରାଷ୍ଟ୍ରପତିଙ୍କ ସହ ଏକାଠି କଲେ ଦର୍ଶନ ବାରିପଦା, ୨୦।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଦିବାସୀ ସମାଜର ଆସ୍ଥା ଓ ପରମ୍ପରାର ପ୍ରତୀକ ପାହାଡ଼ପୁରସ୍ଥିତ ଗୋଷାଣୀ ପୀଠରେ ପହଞ୍ଚି ବିଧିବଦ୍ଧ ଭାବେ ପୂଜାର୍ଚ୍ଚନା କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ…