Pahalgam attack

ଏଲ୍‌ଓସିରେ ସେନା ଠୁଳକଲା ପାକିସ୍ତାନ: ବଙ୍କରରେ ରହି ରଖୁଛନ୍ତି ନଜର

ନୂଆଦିଲ୍ଲୀ,୨୬।୪:ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିବା ସହ କଡ଼ା ଚେତାବନୀ ଦେଇଥିବାରୁ ସମ୍ଭାବ୍ୟ କାର୍ଯ୍ୟାନୁଷ୍ଠାନ ଆଶଙ୍କା କରି ପାକିସ୍ତାନ ଏଥିପାଇଁ…

9 months ago

ଆତଙ୍କବାଦୀ ଆକ୍ରମଣରେ ନିହତଙ୍କ ପାଇଁ କ୍ୟାଣ୍ଡେଲ ଶୋଭାଯାତ୍ରା

ଗଞ୍ଜାମ,୨୫ା୪(ବିଦ୍ୟାଧର ସାହୁ): ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିବା ସରଳ ନିରୀହ ପର୍ଯ୍ୟଟକମାନଙ୍କ ଅମର ଆତ୍ମାର ସଦ୍‌ଗତି ପାଇଁ ଗଞ୍ଜାମ ସହର ବଜରଙ୍ଗ ଦଳ ଓ…

9 months ago

କଶ୍ମୀରରେ ରାହୁଲ ଗାନ୍ଧୀ, ପହଞ୍ଚୁ ପହଞ୍ଚୁ ଆଗରେ ଘଟିଗଲା…

ଶ୍ରୀନଗର,୨୫।୪: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଜମ୍ମୁ ଓ କଶ୍ମୀରର ଶ୍ରୀନଗରରେ ପହଞ୍ଚିଛନ୍ତି। ସେ ପାହାଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ…

9 months ago

“ଧର୍ମ-ଅଧର୍ମ ଯୁଦ୍ଧ”: ପହଲଗାମ ଆକ୍ରମଣ ପରେ ଏକତା ବଜାୟ ରଖିବାକୁ ଅନୁରୋଧ କଲେ ମୋହନ ଭଗବତ

ନୂଆଦିଲ୍ଲୀ,୨୫।୪: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଏକ "ଧର୍ମ ଓ ଅଧର୍ମ ମଧ୍ୟରେ…

9 months ago

ଆକ୍ରମଣ ପଛରେ କେନ୍ଦ୍ରର ହାତ କହି ବିଧାୟକ ଗିରଫ

ଗୁଆହାଟୀ,୨୫।୪:ପୁଲଓ୍ବାମା ଏବଂ ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ପଛରେ ସରକାରଙ୍କ ଷଡ଼ଯନ୍ତ୍ର ରହିଥିବା ମନ୍ତବ୍ୟ ଦେଇ ଆସାମର ଏଆଇୟୁଡିଏଫ୍‌ ବିଧାୟକ ଅମିନୁଲ ଇସ୍‌ଲାମ ଗିରଫ ହୋଇଛନ୍ତି। ଉଭୟ ଆକ୍ରମଣ…

9 months ago

ପାକିସ୍ତାନ ସହ ଖେଳିବ ନାହିଁ କି ଭାରତ: ପହଲଗାମ ଆକ୍ରମଣ ପରେ ICCକୁ ଚିଠି ଲେଖିଲା BCCI

ନୂଆଦିଲ୍ଲୀ,୨୫।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତୀୟ କ୍ରିକେଟ ଦଳ ଆଉ ପାକିସ୍ତାନ ସହିତ କୌଣସି ଦ୍ୱିପାକ୍ଷିକ ସିରିଜ ଖେଳିବ ନାହିଁ। ଉଭୟ ଦଳ କେବଳ…

9 months ago

ଶିମ୍‌ଲା ଚୁକ୍ତି କ’ଣ, ଯାହାକୁ ବାତିଲ୍‌ କଲା ପାକିସ୍ତାନ

ନୂଆଦିଲ୍ଲୀ/ଇସ୍‌ଲାମାବାଦ, ୨୫ା୪:ପହଲଗାମ୍‌ ଆକ୍ରମଣରେ ଜର୍ଜରିତ ଭାରତ ପାକିସ୍ତାନ ସହ କୂଟନୈତିକ ସମ୍ପର୍କ ଛିନ୍ନ କରିବାର ଦିନକ ପରେ ଗୁରୁବାର ଇସ୍‌ଲାମାବାଦ ‘ଯେସାକୁ ତେସା’ ନୀତି ଆପଣାଇ ଶିମ୍‌ଲା…

9 months ago

Video: ଭାରତର କାର୍ଯ୍ୟନୁଷ୍ଠାନରେ ଭୟଭୀତ ପାକିସ୍ତାନ, ଇସଲାମାବାଦ ଭାରତୀୟ ଉଚ୍ଚାୟୋଗ ବାହାରେ ପ୍ରଦର୍ଶନ

ଇସଲାମାବାଦ, ୨୫।୪: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗ ଜିଲାର ପହଲଗାମ ନିକଟସ୍ଥ ବୈସରନ ଉପତ୍ୟକାରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ପାକିସ୍ତାନର ରାଜଧାନୀ…

9 months ago

ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା: ଦାରିଙ୍ଗବାଡ଼ି ଶିକ୍ଷକ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): ଶ୍ରୀନଗରର ପହଲଗାମରେ ଆତଙ୍କବାଦୀ ପର୍ଯ୍ୟଟକଙ୍କୁ ଗୁଳିକରି ହତ୍ୟା କରିଥିବା ଓ ଏଥିରେ ବାଲେଶ୍ୱରର ପ୍ରଶାନ୍ତ ଶତପଥୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିବା ସହ ଏକାଧିକ ପର୍ଯ୍ୟଟକଙ୍କ…

9 months ago

ମୋ ସ୍ବାମୀଙ୍କୁ ଗୁଳି ମାରିବା ପରେ ହସୁଥିଲେ ଆତଙ୍କବାଦୀ: ସେଦିନର ହୃଦୟଥରା କାହାଣୀ ବଖାଣିଲେ ଶୀତଲବେନ

ଅହମଦାବାଦ,୨୪।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଗୁଜରାଟର ସୁରଟର ବାସିନ୍ଦା ଶୈଲେଶ କାଲଥିଆଙ୍କ ସମେତ ୨୬ ଜଣ ପ୍ରାଣ ହରାଇଛନ୍ତି। ଏହି ଆକ୍ରମଣରେ…

9 months ago

“ସେନାର ଆବଶ୍ୟକତା ନାହିଁ, ଆତଙ୍କବାଦୀଙ୍କୁ ଆମ ହାତରେ ଦେଇଦିଅ”: ମୃତ ଘୋଡ଼ା ଚାଳକଙ୍କ ମାଉସୀ

ନୂଆଦିଲ୍ଲୀ,୨୪।୪: ଜମ୍ମୁ ଓ କାଶ୍ମୀରର ପାହାଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ କେବଳ ଜଣେ ସ୍ଥାନୀୟ ବ୍ୟକ୍ତି, ସୟେଦ ଆଦିଲ ହୁସେନଙ୍କର ମୃତ୍ୟୁ ଘଟିଛି। ଆଦିଲ ପର୍ଯ୍ୟଟକମାନଙ୍କୁ କଠିନ…

9 months ago

Pahalgam Attack Response: ସେହି ଲାଲ ଫାଇଲ.. ଶାହା-ଜୟଶଙ୍କର ରାଷ୍ଟ୍ରପତିଙ୍କୁ ଭେଟି ଦେଲେ ପାକିସ୍ତାନ ଓ୍ବଂସର ପ୍ଲାନ?

ନୂଆଦିଲ୍ଲୀ,୨୪।୪: ସେହି ଲାଲ ଫାଇଲଟି ଶେଷରେ ରାଷ୍ଟ୍ରପତି ଭବନରେ ପହଞ୍ଚିଲା। ଗୁରୁବାର ସାରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଏବଂ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ରାଷ୍ଟ୍ରପତି ଦ୍ରୌପଦୀ…

9 months ago