Pahalgam JAMMU KASHMIR

ଉପତ୍ୟକାକୁ ଫେରିଲା ଆତଙ୍କବାଦ: ଆଜି କଶ୍ମୀର ବନ୍ଦ

ଶ୍ରୀନଗର/ପହଲଗାମ୍‌,୨୩।୪:ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ମଙ୍ଗଳବାର ଅପରାହ୍ନରେ ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ଓଡ଼ିଆଙ୍କ ସମେତ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ…

8 months ago