ନୂଆଦିଲ୍ଲୀ,୨୫।୪: ପହଲଗାମରେ ନିରୀହ ପର୍ଯ୍ୟଟକଙ୍କୁ ହତ୍ୟା କରିଥିବା ଆତଙ୍କବାଦୀଙ୍କୁ ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଇଶାକ ଦାର ‘ସ୍ୱାଧୀନତା ସଂଗ୍ରାମୀ’ ବୋଲି ସମ୍ବୋଧନ କରି ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି।…