ନୂଆଦିଲ୍ଲୀ,୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଜମ୍ମୁ ଏବଂ କଶ୍ମୀରର ରିଆସି ଜିଲାରେ ଚେନାବ ବ୍ରିଜ୍ର ଉଦଘାଟନ କରିଛନ୍ତି। ଏହି ବ୍ରିଜ୍ ଚେନାବ ନଦୀ ଉପରେ ନିର୍ମିତ…
ଓ୍ବାଶିଂଟନ,୨।୫: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ପହଲଗାମ ଆକ୍ରମଣକୁ ନେଇ ନିଜ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଆମେରିକା ଆଶା କରୁଛି ଯେ ଜମ୍ମୁ ଏବଂ କଶ୍ମୀରର…
ଇସଲାମାବାଦ୍,୩୦।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନାର ବାତାବରଣ ରହିଛି। ପ୍ରଧାନମନ୍ତ୍ରୀ ମୋଦୀ ମଙ୍ଗଳବାର ତିନି ସେନାର ମୁଖ୍ୟଙ୍କ ସହ ଏକ…
ଇସଲାମାବାଦ,୨୯।୪: ୨୨ ଏପ୍ରିଲରେ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭୟରେ ପାକିସ୍ତାନ। ତଥାପି ଏହା ଘୃଣ୍ୟ ଷଡ଼ଯନ୍ତ୍ର କରୁଛି। ଏବେ ସୀମା ଆରପଟୁ ସାଇବର…
ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ସରକାର ପାକିସ୍ତାନୀ ନାଗରିକଙ୍କ ପାଇଁ କିଛି ଶ୍ରେଣୀର…
ଭୁବନେଶ୍ୱର, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ, ଅଲ୍ ଇଣ୍ଡିଆ ଟ୍ରେଡର୍ସ (CAIT) ପାକିସ୍ତାନ ସହ ସମସ୍ତ ବାଣିଜ୍ୟ ସମ୍ପର୍କ…
ନୂଆଦିଲ୍ଲୀ,୨୭।୪: ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ହୋଇଥିବା ବିଭତ୍ସ ହତ୍ୟାରେ ସାରା ଦେଶ ସ୍ତମ୍ଭୀଭୂତ ହୋଇଯାଇଛି। କାରଣ ହତ୍ୟା ସାଧାରଣ ନାଗରିକ ଯେଉଁମାନେ ପର୍ଯ୍ୟଟକଭାବେ ଛୁଟି…
କୋଲାକାତା,୨୬।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ବିରୋଧରେ ପୋଷ୍ଟ କରିବାରୁ ପଶ୍ଚିମବଙ୍ଗର ଉତ୍ତର ୨୪ ପରଗନା ଜିଲାର ଅଶୋକନଗରର ଜଣେ ଯୁବତୀଙ୍କୁ ବଳାତ୍କାର ଧମକ ଦିଆଯାଇଛି। ପୀଡିତା ନିଜେ…
ଶ୍ରୀନଗର,୨୫।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଜମ୍ମୁ ଏବଂ କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ନର (ଏଲଜି) ମନୋଜ ସିହ୍ନା ଆଜି ଶ୍ରୀନଗରରେ ସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀଙ୍କ ସହ…
ଶ୍ରୀନଗର,୨୫।୪: ପହଲଗାମ ଆକ୍ରମଣ ପରେ ଭାରତୀୟ ସେନା ସର୍ଚ୍ଚ ଅପରେଶନକୁ ଜୋରଦାର କରିଛି। ଏନଆଇଏ ମଧ୍ୟ ଜମ୍ମୁ ଏବଂ କାଶ୍ମୀର ପୋଲିସ ସହିତ ମିଶି ଆକ୍ରମଣର ତଦନ୍ତ…
ନୂଆଦିଲ୍ଲୀ,୨୪।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୁଦ୍ଧରେ ଅନେକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା, ଯାହା ପରେ ପଡ଼ୋଶୀ ଦେଶ ରାଗରେ କମ୍ପିଲାଣି।…
ଅହମଦାବାଦ,୨୪।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଗୁଜରାଟର ସୁରଟର ବାସିନ୍ଦା ଶୈଲେଶ କାଲଥିଆଙ୍କ ସମେତ ୨୬ ଜଣ ପ୍ରାଣ ହରାଇଛନ୍ତି। ଏହି ଆକ୍ରମଣରେ…