pahandi end

ସରିଲା ପହଣ୍ଡି: ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ,୫ା୭: ସରିଛି ପହଣ୍ଡି ନୀତି। ଏହା ପରେ ରଥାରୂଢ଼ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିରାଜମାନ ହୋଇଥିବାବେଳେ ପରେ ଦେବୀ…

6 months ago