ପୁରୀ,୫ା୭: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଦାରୁବ୍ରହ୍ମ ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହୁଡ଼ିବେ। ଏଥିପାଇଁ ଶରଧାବାଲିରେ ୩ ରଥ ଅପେକ୍ଷା କରିଛନ୍ତି। ଏବେ ଚକ୍ରରାଜ ସୁଦର୍ଶନଙ୍କ…