ଇସଲାମାବାଦ୍,୨୭।୨: ଆଫଗାନିସ୍ତାନର ତାଲିବାନ ସରକାର ପାକିସ୍ତାନ ଉପରେ ପ୍ରତିଶୋଧ ନେଇଛନ୍ତି। ତାଲିବାନ ପ୍ରତିରକ୍ଷା ମନ୍ତ୍ରଣାଳୟର ଉପ ମୁଖପାତ୍ର ହମଦୁଲ୍ଲା ଫିତରତ ଦାବି କରିଛନ୍ତି, ଫୈଜାବାଦରେ ପାକିସ୍ତାନ ପ୍ରଧାନମନ୍ତ୍ରୀ…