ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍ କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି ଭାରତୀୟ ଓପନର୍ ଅଭିଷେକ ଶର୍ମାଙ୍କୁ ଶସ୍ତାରେ ଆଉଟ୍ କରିବାରେ ସଫଳ ହୋଇଛି। ଅସୁସ୍ଥତା…