ପାକିସ୍ତାନ କୋଚ ମଧ୍ୟ ବାବର ଆଜମଙ୍କୁ ଅପମାନିତ କଲେ? ଭିଡିଓ ଭାଇରାଲ ନୂଆଦିଲ୍ଲୀ,୨୧।୨: ଶନିବାର ପାକିସ୍ତାନ କ୍ରିକେଟ ଦଳ ସୁପର ୮ରେ ନ୍ୟୁଜିଲାଣ୍ଡ ସହିତ ଖେଳୁଛି। ଦଳ ଗ୍ରୁପ ପର୍ଯ୍ୟାୟରେ ଚାରୋଟି ମ୍ୟାଚ ମଧ୍ୟରୁ ତିନୋଟିରେ ବିଜୟୀ ହୋଇଥିଲା, ତଥାପି ଅନେକ ପ୍ରମୁଖ ଖେଳାଳିଙ୍କ ପ୍ରଦର୍ଶନ ଉପରେ ପ୍ରଶ୍ନ ଉଠିଥିଲା। ଚତୁର୍ଥ ମ୍ୟାଚରେ ଶାହିନ…