ଚାମ୍ପିଅନ୍ସ ଟ୍ରଫିରୁ ବିଦା ହେବା ପରେ ପାକିସ୍ତାନରେ ହଇଚଇ: ପିସିବି ନେବ ବଡ଼ ନିଷ୍ପତ୍ତି ରାଉଲପିଣ୍ଡି,୨୫।୨: ୨୦୨୫ ଚାମ୍ପିଅନ୍ସ ଟ୍ରଫିରେ ପାକିସ୍ତାନ କ୍ରିକେଟ ଦଳର ଲଜ୍ଜାଜନକ ପ୍ରଦର୍ଶନ ହୋଇଛି। ଘରୋଇ ପରିବେଶରେ ନ୍ୟୁଜିଲାଣ୍ଡଠାରୁ ହାରିବା ପରେ, ଭାରତ ବିପକ୍ଷ ପରାଜୟ ସେମାନଙ୍କୁ ଚାମ୍ପିଅନ୍ସ ଟ୍ରଫିରୁ ବାଦ୍ ଟୁର୍ନାମେଣ୍ଟ ଆରମ୍ଭ ହେବାର ମାତ୍ର ୫ ଦିନ ମଧ୍ୟରେ,...