ଶାହିଦ ଆଫ୍ରିଦିଙ୍କ ପରଲୋକ, କରାଚିରେ ଦିଆଗଲା କବର? ପାକିସ୍ତାନୀ ଗଣମାଧ୍ୟମର Videoକୁ ନେଇ ହଇଚଇ… ଇସଲାମାବାଦ,୮।୬: ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର ଅଲରାଉଣ୍ଡର ଶାହିଦ ଖାନ ଆଫ୍ରିଦିଙ୍କ ବିଷୟରେ ଏକ ଚାଞ୍ଚଲ୍ୟକର ଦାବି କରାଯାଉଛି। ପାକିସ୍ତାନୀ ଗଣମାଧ୍ୟମର ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ କୁହାଯାଇଛି ଯେ ଆଫ୍ରିଦିଙ୍କ ପରଲୋକ ହୋଇଛି।...