କୋଲକାତାକୁ ନେଇ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଧମକ ପରେ ତାତିଲେ ଅଭିଷେକ ବାନାର୍ଜୀ, କହିଲେ… କୋଲକାତା,୭।୪: ତ୍ରୁଣମୂଳ କଂଗ୍ରେସ (ଟିଏମସି) ଏମପି ଅଭିଷେକ ବାନାର୍ଜୀ ସୋମବାର (୬ ଏପ୍ରିଲ, ୨୦୨୬) ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଦ୍ୱାରା ଦିଆଯାଇଥିବା କୋଲକାତା ଆକ୍ରମଣ ଧମକର ଜବାବ ଦେଇଛନ୍ତି। ସେ କହିଛନ୍ତି ଯେ ମମତା ବାନାର୍ଜୀ ଏବଂ ଇଣ୍ଡିଆ…