Pakistan: ପାକିସ୍ତାନ ମୁଣ୍ଡରେ ପଡିଲା ଚଡକ, ଯୁଦ୍ଧ ପାଇଁ ବାହାରିଲେ ଏସବୁ ଦେଶ! ଇସଲାମବାଦ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିଲା, ପାକିସ୍ତାନକୁ ଆନ୍ତର୍ଜାତୀୟ ସ୍ତରରେ ଏକ ନୂଆ ବିବାଦରେ ଠେଲି ଦେଇଛି। ଭାରତ...