ପୁଣି କଟିଲା ଟ୍ରମ୍ପଙ୍କ ନାକ: ପାକିସ୍ତାନ ବୈଦେଶିକ ମନ୍ତ୍ରୀ କହିଲେ କହିଦେଲେ ବଡ଼ କଥା ନୂଆଦିଲ୍ଲୀ,୧୫ା୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଆମେରିକାର ମଧ୍ୟସ୍ଥତାରେ ହୋଇଥିବା ଯୁଦ୍ଧବିରତିକୁ ୧୮ ମେ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପାକିସ୍ତାନର ଉପ ପ୍ରଧାନମନ୍ତ୍ରୀ ଇଶାକ ଡାର ଗୁରୁବାର (୧୫ ମେ) ଏହି ଘୋଷଣାର ପୁଷ୍ଟି କରିଛନ୍ତି। ପାକିସ୍ତାନର ଉପ ପ୍ରଧାନମନ୍ତ୍ରୀ...