ଭଞ୍ଜନଗରରେ ଲାଗିଲା ପାକିସ୍ତାନ ମୁର୍ଦ୍ଧାବାଦ ପତାକା ଭଞ୍ଜନଗର,୪।୫(ବାବୁଲା ପ୍ରଧାନ): ଜମ୍ମୁ କାଶ୍ମୀରର ପହଲଗାମ୍ ଠାରେ ଆତଙ୍କବାଦୀ ମାନେ ୨୬ ଜଣ ପର୍ଯ୍ୟଟକ ଏବଂ ଜଣେ ସଂପୃକ୍ତ ଅଞ୍ଚଳବାସୀଙ୍କୁ ୧୨ ଦିନ ପୂର୍ବେ ହତ୍ୟା କରିଥିଲେ। ଏହି ଘଟଣାକୁ ନେଇ ପାକିସ୍ତାନ ଏବଂ ଆମ ଦେଶ ମଧ୍ୟରେ ଦିନକୁ ଦିନ…