T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍ ଇସଲାମାବାଦ୍,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି। ପାକିସ୍ତାନୀ ଆକାଉଣ୍ଟଗୁଡ଼ିକ ମିଥ୍ୟା ଦାବି କରୁଛନ୍ତି, ନିପା ଭାଇରସ ଭାରତରେ କାୟା ବିସ୍ତାର…