ଏହି ମୁସଲିମ ଦେଶ PoKକୁ ଭାରତର ଅଂଶ ବୋଲି ମାନିଥାଏ: ନାଁ ଜାଣି ହୋଇଯିବେ ଆଶ୍ଚର୍ଯ୍ୟ ଶ୍ରୀନଗର,୨୬।୪: ୨୨ ଏପ୍ରିଲରେ ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ଘଟିଥିଲା। ଏହି ଆତଙ୍କବାଦୀ ଆକ୍ରମଣରେ ୨୬ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିଲା। ଅନେକ ଲୋକ ଆହତ ମଧ୍ୟ ହୋଇଥିଲେ। କଶ୍ମୀରରେ ହୋଇଥିବା ଏହି ଆତଙ୍କବାଦୀ...