T20 ବିଶ୍ୱକପ୍ରୁ ପାକିସ୍ତାନର ବିଦାୟ: ମ୍ୟାଚ୍ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା… ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ବିଫଳ…