ମଧ୍ୟପ୍ରାଚ୍ୟ ଯୁଦ୍ଧ; ସାଉଦି ଆରବକୁ ନେଇ ବଡ଼ ବୟାନ ଜାରି କଲା ପାକିସ୍ତାନ, ସମସ୍ତେ ଛାନିଆ! ନୂଆଦିଲ୍ଲୀ,୧୨।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ପାକିସ୍ତାନ ସାଉଦି ଆରବ ପ୍ରତି ତାର ଦୃଢ଼ ପ୍ରତିବଦ୍ଧତାକୁ ଦୋହରାଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ ଅଧିକାରୀ ସ୍ପଷ୍ଟ କରିଛନ୍ତି ଯେ ପାକିସ୍ତାନ ସାଉଦି ଆରବକୁ ସହାୟତା କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ । ଏହି…