ମହିଳା ଟିଭି ଆଙ୍କରଙ୍କୁ ଗୁଳି କରି ହତ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଇସଲାମାବାଦ,୯।୧୧: ପାକିସ୍ତାନର ରାୱଲପିଣ୍ଡିରେ ଜଣେ ମହିଳା ଟିଭି ଆଙ୍କରଙ୍କୁ ତାଙ୍କ ଘରେ ଗୁଳି କରି ହତ୍ୟା କରାଯାଇଛି । ମୃତକ ହେଲେ ରାବିଆ ଅହସାନ। ସେ ଏକ ସ୍ଥାନୀୟ ଘରୋଇ ଟିଭି ଚ୍ୟାନେଲରେ ଆଙ୍କର ଓ କାର୍ଯ୍ୟକ୍ରମ ଉପସ୍ଥାପିକା ଭାବେ କାମ…

