ଯେଉଁଠି ଦେଖିବୁ,ସେଠି ମାରିବୁ…ପାକିସ୍ତାନକୁ ଖୋଲାଖୋଲି ଚେତାବନୀ ଦେଲେ ଜୟଶଙ୍କର
ନୂଆଦିଲ୍ଲୀ,୨୩।୫: ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ପାକିସ୍ତାନକୁ ଖୋଲାଖୋଲି ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଭାରତ ଆତଙ୍କବାଦର ‘ନିଶ୍ଚିତ ଅନ୍ତ’ ଚାହୁଁଛି ଏବଂ ଗତ ମାସରେ ପହଲଗାମରେ ହୋଇଥିବା ଯେକୌଣସି ଆତଙ୍କବାଦୀ ଆକ୍ରମଣର ଜବାବରେ ପାକିସ୍ତାନରେ ଆତଙ୍କବାଦୀଙ୍କ ଉପରେ ପୁଣି...
ଆଖି ଦେଖାଇଲେ ତାଡ଼ି ଦେବୁ….ପାକିସ୍ତାନକୁ ଓ୍ବାର୍ନିଂ ଦେଲେ ଅନୁରାଗ
ନୂଆଦିଲ୍ଲୀ,୨୨।୫: ପହଲଗାମ ଆତଙ୍କବାଦୀ ଆକ୍ରମଣର ଗୋଟିଏ ମାସ ପରେ ରାଜସ୍ଥାନର ବିକାନେର ପହଞ୍ଚିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପାକିସ୍ତାନକୁ ଏକ କଡ଼ା ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି, ଆତଙ୍କବାଦକୁ ଦମନ କରିବା ପାଇଁ ଭାରତ ତାର ନୀତିରେ ପରିବର୍ତ୍ତନ...
ପାକିସ୍ତାନ ମାଟିରେ ଥାଇ ଭାରତକୁ ଏମିତି ବଡ଼ ସୂଚନା ଦେଇଥିଲେ ଅଜିତ ଡୋଭାଲ: ନିମିଷକେ ଫସର ଫାଟିଥିଲା ପାକ୍ ପ୍ଲାନ୍
ନୂଆଦିଲ୍ଲୀ,୨୨।୫: ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କୁ ଭାରତର ଜେମ୍ସ ବଣ୍ଡ କୁହାଯାଏ। ତାଙ୍କୁ ଭାରତର ଶ୍ରେଷ୍ଠ ଗୁପ୍ତଚର ମଧ୍ୟ କୁହାଯାଏ। କାରଣ ଅଜିତ ଡୋଭାଲ ଯେଉଁ ପ୍ରକାରର କାରନାମା କରିଛନ୍ତି, ପାକିସ୍ତାନ ଏବେ ବି ତାଙ୍କ ନାମ...
ପାକିସ୍ତାନକୁ ପୁଣିଥରେ ବଡ଼ ଝଟକା ଦେଲା ଭାରତ, ନଷ୍ଟ ହେଲା ୫ ପୋଲିସ ପୋଷ୍ଟ ସହ ଗୋଟିଏ ଆତଙ୍କବାଦୀ ଲଞ୍ଚପ୍ୟାଡ
ନୂଆଦିଲ୍ଲୀ,୨୨।୫: ସୀମା ସୁରକ୍ଷା ବାହିନୀ (BSF) ଏକ ଅପରେଶନରେ ଜମ୍ମୁ ସୀମାରେ ପାଞ୍ଚଟି ପାକିସ୍ତାନୀ ପୋଷ୍ଟ ଏବଂ ଏକ ଆତଙ୍କବାଦୀ ଲଞ୍ଚପ୍ୟାଡ ଧ୍ୱଂସ କରିଛି। ବୁଧବାର ଜଣେ ଅଧିକାରୀ ଏହି ସୂଚନା ଦେଇଛନ୍ତି। ଭାରତ ଅପରେଶନ ସିନ୍ଦୂର ସମୟରେ ପାକିସ୍ତାନ...
ଭାରତ ବିରୋଧରେ ବଡ଼ ଷଡ଼ଯନ୍ତ୍ର କରୁଛି ଚାଇନା, ତାଲିବାନ-ପାକିସ୍ତାନକୁ ଏକାଠି କରି…
ମୁମ୍ବାଇ, ୨୧।୫: ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ତାଲିବାନର କାର୍ଯ୍ୟକାରୀ ବୈଦେଶିକ ମନ୍ତ୍ରୀ ଆମିର ଖାନ ମୁତ୍ତାକି ସହ ଆଲୋଚନା କରିବାର କିଛି ଦିନ ପରେ ଚାଇନା ଭାରତ ବିରୋଧରେ ଷଡଯନ୍ତ୍ର ରଚିବା ଆରମ୍ଭ କରିଛି। ଚାଇନା ଇସଲାମାବାଦ...
ଭାରତଠାରୁ ଖାଇଲା ମାଡ, ଏବେ ବାହାଦୂରୀର ଢୋଲ ପିଟୁଛି ପାକିସ୍ତାନ: ଶହବାଜ ସରିଫ କହିଲେ, ‘ଯଦି ଭାରତ…’
ନୂଆଦିଲ୍ଲୀ/ଇସଲାମାବାଦ,୨୦।୫: ଅପରେଶନ ସିନ୍ଦୂର ସମୟରେ ଭାରତ ପାକିସ୍ତାନକୁ ଏକ ଶିକ୍ଷା ଦେଇଥିଲା। ଏହା ପ୍ରଥମେ ପାକିସ୍ତାନ ଏବଂ ପିଓକେରେ ଥିବା ଆତଙ୍କବାଦୀ ଶିବିରଗୁଡ଼ିକୁ ଧ୍ୱଂସ କରିଥିଲା ଏବଂ ତା’ପରେ ପାକିସ୍ତାନ ସେନା ବିରୁଦ୍ଧରେ ପ୍ରତିଶୋଧ ନେଇଥିଲା, କିନ୍ତୁ ପାକିସ୍ତାନ ପ୍ରଧାନମନ୍ତ୍ରୀ...
ଚମକାଇ ଦେବ ପାକିସ୍ତାନ ଭିକାରୀଙ୍କ ସମ୍ପତ୍ତି ତାଲିକା, ରହିଛି ବହୁତଳ ପ୍ରାସାଦ, ସୁଇମିଂ ପୁଲ, SUV! ଜାଣନ୍ତୁ କେମିତି ଚାଲିଛି ଏହି ବ୍ୟବସାୟ
ଇସଲାମାବାଦ,୧୯।୫: ଆମର ପଡ଼ୋଶୀ ଦେଶ ପାକିସ୍ତାନର ଲୋକମାନଙ୍କୁ ବିଶ୍ୱର ଯେକୌଣସି କୋଣରେ କିମ୍ବା ସାର୍ବଜନୀନ ସ୍ଥାନରେ ଭିକ୍ଷା ମାଗୁଥିବାର ଦେଖିବାକୁ ମିଳିବେ। କିନ୍ତୁ ଏହା ସତ୍ୟ ନୁହେଁ ଯେ ପାକିସ୍ତାନର ସମସ୍ତ ଭିକାରୀ ବାଧ୍ୟବାଧକତାରେ ସେଠାରେ ଭିକ୍ଷା ମାଗୁଛନ୍ତି। ପ୍ରକୃତରେ,...
ପାକିସ୍ତାନ ଟାର୍ଗେଟ୍ରେ ଥିଲା ସ୍ବର୍ଣ୍ଣ ମନ୍ଦିର: ସବୁ ଯୋଜନା ପଣ୍ଡ, ହେଲା ଚାଞ୍ଚଲ୍ୟକର ଖୁଲାସା
ନୂଆଦିଲ୍ଲୀ,୧୯।୫: ଭାରତ ଅପରେଶନ ସିନ୍ଦୁର ମାଧ୍ୟମରେ ପାକିସ୍ତାନରେ ବଢ଼ୁଥିବା ଆତଙ୍କବାଦୀମାନଙ୍କୁ ଏକ ଶିକ୍ଷା ଦେଇଥିଲା। କିନ୍ତୁ ପାକିସ୍ତାନ ତଥାପି ତାର କାର୍ଯ୍ୟକଳାପ ବନ୍ଦ କରି ନ ଥିଲା। ପାକିସ୍ତାନ ୭ ଏବଂ ୮ ମେ ରାତିରେ ଦେଶର ଅନେକ ସହର...
ଫିଟୁଛି ଗୁମର, ୟୁଟ୍ୟୁବର ଜ୍ୟୋତିଙ୍କର ଚାଇନା ସହ ରହିଛି କି ସମ୍ପର୍କ? ପୋଲିସ କହିଲା…
ନୂଆଦିଲ୍ଲୀ,୧୯।୫: ପାକିସ୍ତାନ ପାଇଁ ଗୁପ୍ତଚର ଅଭିଯୋଗରେ ହରିୟାଣାର ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ଗିରଫ କରାଯାଇଛି। ହିସାର ପୋଲିସ କହିଛି ଯେ ପାକିସ୍ତାନୀ ଗୁଇନ୍ଦା ସଂସ୍ଥା (ପିଆଇଓ) ତାଙ୍କୁ ଭାରତ ବିରୁଦ୍ଧରେ ପ୍ରସ୍ତୁତ କରୁଥିଲା ଯାହା ଦ୍ୱାରା ତାଙ୍କୁ ସଠିକ ସମୟରେ...
୫୦୦-୧୦୦୦ ନୁହେଁ ପାକିସ୍ତାନରେ ଅଛନ୍ତି ୨୪ କୋଟି ଆତଙ୍କବାଦୀ, ଖାନ ସାରଙ୍କ ବୟାନକୁ ନେଇ ପାକିସ୍ତାନ ଚିନ୍ତାରେ!
ନୂଆଦିଲ୍ଲୀ,୧୯।୫: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତୀୟ ସେନା ଦ୍ୱାରା ଆରମ୍ଭ ହୋଇଥିବା ଅପରେଶନ ସିନ୍ଦୁର ଉପରେ ଖାନ ସାର୍ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଥିଲେ ଯେ ଆମେ ପାକିସ୍ତାନଠାରୁ ଉନ୍ନତି ଆଶା କରୁଛୁ, କିନ୍ତୁ ଏହା...
ପୁଣି ହେବ ଯୁଦ୍ଧ! ପାକିସ୍ତାନ କହିଲା ନଇଁବ ନାହିଁ ଯେ କୌଣସି ସୀମା ପର୍ଯ୍ୟନ୍ତ ଯିବାକୁ …
ଇସଲାମାବାଦ,୧୯।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପ୍ରତି ହୋଇଥିବା ସାମରିକ ସଂଘର୍ଷ ପରେ, ପାକିସ୍ତାନର ଇଣ୍ଟର-ସର୍ଭିସେସ ପବ୍ଲିକ ରିଲେସନ୍ସ (ISPR) ନିର୍ଦ୍ଦେଶକ ଜେନେରାଲ ଲେଫ୍ଟନାଣ୍ଟ ଜେନେରାଲ ଅହମ୍ମଦ ସରିଫ ଚୌଧୁରୀ ପୁଣି ଥରେ ବିଷ ଓଗାଳିଛନ୍ତି। ଆନାଡୋଲୁ ଏଜେନ୍ସି ଏବଂ...
ରାତିଅଧରେ ପାକିସ୍ତାନ ଉପରେ ଘନ ଘନ ଆକ୍ରମଣ କରିଥିଲା ଭାରତ, ଶୋଇ ପାରି ନ ଥିଲେ ପ୍ରଧାନମନ୍ତ୍ରୀ, ଏବେ ମାନିଲେ…
ଇସ୍ଲାମାବାଦ,୧୮ା୫: ଅପରେଶନ ସିନ୍ଦୂର ବେଳେ ପାକିସ୍ତାନର ରାଓ୍ବଲପିଣ୍ଡିସ୍ଥିତ ନୁର୍ ଖାନ୍ ଏୟାରବେସ୍ ଓ ଅନ୍ୟ କେତେକ ସ୍ଥାନରେ ଭାରତ ଆକ୍ରମଣ କରିଥିବା ଏହାର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍ ସ୍ବୀକାର କରିଛନ୍ତି। ଭାରତର ଏହି ଆକ୍ରମଣ ସମ୍ପର୍କରେ ପାକ୍ ସେନାମୁଖ୍ୟ ଜେନେରାଲ...
Archives


