Tag Archives: PAKISTAN

ଭାରତ ଆକ୍ରମଣ ଭୟ ମଧ୍ୟରେ ପାକିସ୍ତାନରେ ହେଲା ବଡ଼ ଭୂମିକମ୍ପ, ସାରା ଦେଶରେ ଆତଙ୍କ

ନୂଆଦିଲ୍ଲୀ, ୩୦।୪: ପାକିସ୍ତାନରେ ବୁଧବାର ରାତି ୯:୫୮:୨୬ (ଭାରତୀୟ ସମୟ ଅନୁସାରେ) ରିକ୍ଟର ସ୍କେଲରେ ୪.୪ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଛି। ଭାରତର ଜାତୀୟ ଭୂମିକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଏହି ଭୂମିକମ୍ପର କେନ୍ଦ୍ରସ୍ଥଳ ପାକିସ୍ତାନର ପୂର୍ବ...

ନୂଆ ଷଡ଼ଯନ୍ତ୍ର ରଚୁଛି ପାକିସ୍ତାନ! କୁଆଡ଼େ ଗାଏବ ହୋଇଗଲେ ପାକିସ୍ତାନ ସେନାମୁଖ୍ୟ

ଇସଲାମାବାଦ,୩୦।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର କିଛି ଦିନ ପରେ ଗାଏବ ହୋଇଯାଇଛନ୍ତି ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର। ତାଙ୍କ ବିଷୟରେ ଗଣମାଧ୍ୟମରେ ଏକ ଗରମ ଖବର ଆସିଛି ଯେ ବ୍ୟକ୍ତିଗତ ଜେଟ୍‌ ବ୍ୟବହାର କରି ତାଙ୍କ ପରିବାର...

ଯୁଦ୍ଧ ଘୋଷଣା ପୂର୍ବରୁ ଇମ୍ରାନ ଖାନ୍‌ଙ୍କ ବଡ଼ ବୟାନ, ଥରିଥରି ମୋଦିଙ୍କୁ କହିଲେ…

ଲାହୋର, ୩୦।୪: ପାକିସ୍ତାନ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ “ଅତ୍ୟନ୍ତ ଦୁଃଖଦ ଓ ଯନ୍ତ୍ରଣାଦାୟକ” ବୋଲି ବର୍ଣ୍ଣନା କରିଛନ୍ତି। ଏହି ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ...

Pahalgam Attackରେ ପାକିସ୍ତାନ ସହ ଏମାନଙ୍କର ଅଛି ବଡ଼ କନେକ୍ସନ, ଭାରତ ହାତରେ ଲାଗିଲା ସାଂଘାତିକ ପ୍ରମାଣ

ଶ୍ରୀନଗର, ୩୦।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ଏହି ଆକ୍ରମର ପଛରେ ଭାରତ ହାତରେ ସାଂଘାତିକ ପ୍ରମାଣ ଲାଗିଛି। ଏହା ପଛରେ ପାକିସ୍ତାନ...

ଭାରତରେ ଥିବା ପାକ୍‌ ନାଗରିକଙ୍କୁ ମିଳିଲା ଆଶ୍ୱସ୍ତି, କରିପାରିବେ ପୁନଃ ଭିଜା ଆବେଦନ

ନୂଆଦିଲ୍ଲୀ,୩୦ା୪: ଭାରତରେ ରହିଯାଇଥିବା ପାକ୍‌ ନାଗରିକଙ୍କ ପାଇଁ ଖୁସି ଖବର। ପାକ୍‌ ନାଗରିକମାନେ ମେ’ ୧୦ରୁ ଜୁଲାଇ ୧୦ ଭିତରେ ପୁନଃ ଭିଜା ଆବେଦନ କରିପାରିବେ। ଯେଉଁଟା ଦୀର୍ଘକାଳୀନ ଭିଜା (LTV)କୁ ପୁନଃ ଆବେଦନ କରିପାରିବେ। eFRRO ପୋର୍ଟାଲରେ ପାକ୍‌...

India Pakistan: ଟାର୍ଗେଟ ଫିକ୍ସ କଲା ସେନା, ଆଜି ରାତି ଅଧରେ ବଡ଼ ଆଟାକ୍‌!

ନୂଆଦିଲ୍ଲୀ,୩୦।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନର ଯୋଜନା ପ୍ଲାନିଂ ପ୍ରସ୍ତୁତ କରିଛି। ଏହି ଆକ୍ରମଣରେ ୨୬ରୁ ଅଧିକ ନିରୀହ ଲୋକଙ୍କର ମୃତ୍ୟୁ ଘଟିଥିଲା, ଯେଉଁଥିରେ ଅଧିକାଂଶ...

ଭାରତ-ପାକିସ୍ତାନ ବିବାଦ ମଧ୍ୟରେ ଏଣ୍ଟ୍ରି କଲା ଆମେରିକା: କହିଲା – ‘ସାରା ବିଶ୍ୱ ଦେଖୁଛି’

ଓ୍ବାଶିଂଟନ୍‌,୩୦।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଜାରି ରହିଛି। ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନ ଭୟରେ ଅଛି। ସେ ଭାରତର ପରବର୍ତ୍ତୀ ପଦକ୍ଷେପକୁ ଭୟ କରୁଛନ୍ତି। ଏବେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଆମେରିକା ପ୍ରବେଶ...

ଆଗାମୀ ୨୪ ଘଣ୍ଟା ମଧ୍ୟରେ ହୋଇପାରେ ଆକ୍ରମଣ: ମୋଦିଙ୍କ ନିଷ୍ପତ୍ତି ଦେଖି ଭୟଭୀତ ପାକିସ୍ତାନ

ଇସଲାମାବାଦ୍‌,୩୦।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନାର ବାତାବରଣ ରହିଛି। ପ୍ରଧାନମନ୍ତ୍ରୀ ମୋଦୀ ମଙ୍ଗଳବାର ତିନି ସେନାର ମୁଖ୍ୟଙ୍କ ସହ ଏକ ବୈଠକ କରିଥିଲେ। ଏହାର ସିଧାସଳଖ ପ୍ରଭାବ ପାକିସ୍ତାନରେ ଦେଖିବାକୁ ମିଳିଥିଲା। ପାକିସ୍ତାନର...

ଲାଇଭ୍‌ କ୍ରିକେଟ ମ୍ୟାଚ ସମୟରେ ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେବାରୁ, ଜଣେ ବ୍ୟକ୍ତିଙ୍କୁ ପିଟି ପିଟି ମାରିଦେଲେ ଲୋକ

ମାଙ୍ଗାଲୁରୁୁ,୨୯।୪: କର୍ଣ୍ଣାଟକର ମାଙ୍ଗାଲୁରୁ ସହରରେ ଏକ ସ୍ଥାନୀୟ କ୍ରିକେଟ ମ୍ୟାଚ ସମୟରେ ଜଣେ ବ୍ୟକ୍ତିଙ୍କୁ ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକ ପିଟି ପିଟି ମାରି ଦେଇଛନ୍ତି। ଏହି ଘଟଣା ରବିବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ବୈଠକ ପରେ ମୋଦିଙ୍କ ବଡ଼ ନିଷ୍ପତ୍ତି: ଇଣ୍ଡିଆନ ଆର୍ମିରେ ବଡ଼ ହଲଚଲ

ଶ୍ରୀନଗର/ନୂଆଦିଲ୍ଲୀ,୨୯।୪: ଜମ୍ମୁ ଓ କଶ୍ମୀରର ପାହାଲଗାମରେ ଏପ୍ରିଲ ୨୨ରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ ଭାରତୀୟ ସେନାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇଛି। ଲେଫ୍ଟନାଣ୍ଟ ଜେନେରାଲ ପ୍ରତୀକ ଶର୍ମାଙ୍କୁ ଉଧମପୁରସ୍ଥିତ ଉତ୍ତର କମାଣ୍ଡର ଭାବେ ନିଯୁକ୍ତ କରାଯାଇଛି। ଏହି...

ପାକିସ୍ତାନକୁ ଡବଲ୍‌ ଆଟାକ୍‌: ପାକ୍‌ ବିରୋଧରେ ବାହାରିଲା ତାଲିବାନ

ଇସଲାମବାଦ, ୨୯।୪: ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଲାଗି ରହିଥିବାବେଳେ ଆଫଗାନିସ୍ତାନ ସୀମାରେ ବିବାଦ ଦେଖାଦେଇଛି। ପାକ୍‌ ସେନା ଦାବି କରିଛି ଯେ, ଆଫଗାନିସ୍ତାନ ସୀମା ଦେଇ ଦେଶ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ୫୪ ଆତଙ୍କବାଦୀଙ୍କୁ ସେନା...

ପାକିସ୍ତାନ ସହିତ ଉତ୍ତେଜନା ମଧ୍ୟରେ ଭାରତକୁ AT4 କ୍ଷେପଣାସ୍ତ୍ରର ପଠାଇଲା ଏହି ସହଯୋଗୀ ଦେଶ

ନୂଆଦିଲ୍ଲୀ, ୨୯।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ସ୍ୱୀଡେନର ପ୍ରତିରକ୍ଷା କମ୍ପାନୀ ସାବ ଇଣ୍ଡିଆ ଭାରତୀୟ ସଶସ୍ତ୍ର ବାହିନୀକୁ AT4 ଆଣ୍ଟି-ଆର୍ମର କ୍ଷେପଣାସ୍ତ୍ର ପ୍ରଣାଳୀର ସଫଳ ହସ୍ତାନ୍ତର କରିଥିବା ଘୋଷଣା କରିଛି। ଏହି ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri