ଭାରତ-ପାକିସ୍ତାନ ଭିତରେ ଯୁଦ୍ଧ! AIର ଭୟଙ୍କର ଆକଳନ
ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି ଆକ୍ରମଣରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବାରୁ ଭାରତରେ ପାକିସ୍ତାନ ବିରୋଧରେ...
Pakistan: ଭାରତ ପାଇଁ ୨୩ବର୍ଷ ଗୁପ୍ତଚର କରିଥିଲେ ପାକିସ୍ତାନର ଏହି ଟପ୍ କମାଣ୍ଡର, ଶେଷ ବେଳକୁ…
ନୂଆଦିଲ୍ଲୀ,୨୭।୪: ଯବାନମାନେ ନିଜକୁ ଆଉ ନିଜ ପରିବାରକୁ ଭୁଲି ଦେଶ ପାଇଁ ଜୀବନ ଦିଅନ୍ତି। କିନ୍ତୁ ଏପରି କିଛିଜଣ ଯବାନ ଅଛନ୍ତି ଯେଉଁମାନେ ଶତ୍ରୁଦେଶରେ ଧରାପଡ଼ିବା ପରେ, ସେମାନଙ୍କ ଦେଶର ସରକାର ସେମାନଙ୍କୁ ଚିହ୍ନିବାକୁ ମନା କରିଦିଏ। କିନ୍ତୁ ତଥାପି...
ଡେଡଲାଇନ୍ ଶେଷ, ଏବେ ପାକିସ୍ତାନ ଉପରେ ହେବ ଡାଇରେକ୍ଟ ଆଟାକ୍!
ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ସରକାର ପାକିସ୍ତାନୀ ନାଗରିକଙ୍କ ପାଇଁ କିଛି ଶ୍ରେଣୀର ସ୍ବଳ୍ପକାଳୀନ ଭିସା ବାତିଲ କରି ଦେଶ ଛାଡ଼ିବା ପାଇଁ ନିର୍ଦ୍ଦେଶ ଜାରି...
ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ CAITର ବଡ଼ ନିଷ୍ପତ୍ତି: ପାକିସ୍ତାନ ସହ ସମସ୍ତ ବାଣିଜ୍ୟ ସମ୍ପର୍କ ବନ୍ଦ, ଇ-କମର୍ସ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି
ଭୁବନେଶ୍ୱର, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ, ଅଲ୍ ଇଣ୍ଡିଆ ଟ୍ରେଡର୍ସ (CAIT) ପାକିସ୍ତାନ ସହ ସମସ୍ତ ବାଣିଜ୍ୟ ସମ୍ପର୍କ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଏହାସହ, ଇ-କମର୍ସ କମ୍ପାନୀଗୁଡ଼ିକର ଅନିୟମିତ କାର୍ଯ୍ୟକଳାପ...
ଓଡ଼ିଶା ଛାଡିବେ ପାକିସ୍ତାନୀ ନାଗରିକ: ଯେଉଁମାନେ ଛାଡିବେନି ଭାରତ, ସେମାନଙ୍କ ସହ କ’ଣ କରିବେ ଭାରତ ସରକାର?
ନୂଆଦିଲ୍ଲୀ,୨୭।୪: ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ହୋଇଥିବା ବିଭତ୍ସ ହତ୍ୟାରେ ସାରା ଦେଶ ସ୍ତମ୍ଭୀଭୂତ ହୋଇଯାଇଛି। କାରଣ ହତ୍ୟା ସାଧାରଣ ନାଗରିକ ଯେଉଁମାନେ ପର୍ଯ୍ୟଟକଭାବେ ଛୁଟି କଟାଇବାକୁ ଯାଇଥିଲେ, ସେମାନଙ୍କୁ ହତ୍ୟା କରାଯାଇଛି। ଏହାପରେ ଭାରତ ସରକାର ଭାରତରେ...
ବର୍ଡରରୁ ମିଳିଲା ପାକିସ୍ତାନର ଖୁଫିଆ ବଙ୍କର୍, ଭିତରକଥା ଜାଣିଲେ…
ଇସଲାମବାଦ,୨୭।୪: ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶରେ ସତର୍କତା ଜାରି କରାଯାଇଛି। ବିଶେଷକରି ଜମ୍ମୁ-କଶ୍ମୀର ସୀମା ସଂଲଗ୍ନ ଅଞ୍ଚଳଗୁଡ଼ିକରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉଛି। ଏହି କ୍ରମରେ, ଲୋକମାନେ ପାକିସ୍ତାନ ସୀମା ସଂଲଗ୍ନ ଗାଁରେ...
ପହଲଗାମ ଆକ୍ରମଣକୁ ନେଇ ଭବିଷ୍ୟବାଣୀ କରିଦେଇଥିଲେ ବାବା ଭେଙ୍ଗା, ଏବେ ଭାରତ-ପାକିସ୍ତାନ ଯୁଦ୍ଧ ଉପରେ କହିଲେ ବଡ଼କଥା
Baba Vanga Prediction ପହଲଗାମ ଆକ୍ରମଣ ପରେ ଦେଶ ଏବଂ ବିଶ୍ୱରେ ଆତଙ୍କର ବାତାବରଣ ରହିଛି। ଘାଟିରେ ପାକିସ୍ତାନୀ ଆତଙ୍କବାଦୀମାନେ ଯେଉଁ ମୃତ୍ୟୁର ତାଣ୍ଡବ କରିଛନ୍ତି ତାହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। କିନ୍ତୁ ଆପଣ କ’ଣ ଜାଣନ୍ତି ଯେ...
ଯୁଦ୍ଧ ଭୟରେ ଛାନିଆ ହେଲାଣି ପାକିସ୍ତାନ! କରାଚିରେ ୧୪୪ ଧାରା ଲାଗୁ, ଆକ୍ରମଣରୁ ବର୍ତ୍ତିବା ଲାଗି…
ଇସଲାମାବାଦ,୨୭।୪: ଛାନିଆ ହେଲାଣି ପାକିସ୍ତାନ। ପହଲଗାମରେ ଆତଙ୍କବାଦୀ ଆକ୍ରମଣକୁ ୫ ଦିନ ବିତି ଯାଇଥିଲେ ବି ପାକିସ୍ତାନକୁ କୌଣସି ବଡ଼ ଆକ୍ରମଣର ଭୟ ଘାରିଛି। ଏହାକୁ ନେଇ ଦେଶର ସବୁଠାରୁ ବଡ଼ ସହର କରାଚୀରେ ଆଇପିସିର ୧୪୪ ଧାରା ଲାଗୁ...
ଅନ୍ୟ ଦେଶ ଦେଇ ପ୍ରତିବର୍ଷ ପାକିସ୍ତାନ ପହଞ୍ଚୁଛି ୧୦ ବିଲିୟନ ଡଲାର ମୂଲ୍ୟର ଭାରତୀୟ ସାମଗ୍ରୀ: ରିପୋର୍ଟ
ନୂଆଦିଲ୍ଲୀ,୨୭ା୪: ଭାରତ ଓ ପାକିସ୍ତାନ ମଧ୍ୟରେ ସିଧାସଳଖ ବାଣିଜ୍ୟ ସମ୍ପର୍କ ନଥିଲେ ମଧ୍ୟ, ତୃତୀୟ ଦେଶ ମାଧ୍ୟମରେ ପ୍ରତିବର୍ଷ ପ୍ରାୟ ୧୦ ବିଲିୟନ ଡଲାର ମୂଲ୍ୟର ଭାରତୀୟ ସାମଗ୍ରୀ ପାକିସ୍ତାନ ପହଞ୍ଚୁଛି ବୋଲି ଗ୍ଲୋବାଲ ଟ୍ରେଡ ରିସର୍ଚ୍ଚ ଇନିସିଏଟିଭ (GTRI)...
ପଡ଼ିବ ମରୁଡ଼ି, ଅନ୍ଧାରରେ ବିତିବ ରାତି; ଭାରତର କାର୍ଯ୍ୟାନୁଷ୍ଠାନ ଯୋଗୁ ପାକିସ୍ତାନକୁ ୫ ଝଟ୍କା
ନୂଆଦିଲ୍ଲୀ,୨୬।୪: ଜମ୍ମୁ-କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବେ ପାଣି ପାଇଁ ପାକିସ୍ତାନକୁ ହଇରାଣ କରିବା ଆରମ୍ଭ କରିଛି। ଭାରତ ସରକାର ଐତିହାସିକ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବା ପାଇଁ ବଡ଼ ନିଷ୍ପତ୍ତି ନେଇଛନ୍ତି। ୧୯୬୦ ମସିହାରେ...
ଯୁଦ୍ଧ ପୂର୍ବରୁ କାଙ୍ଗାଳ ହେଲାଣି ପାକିସ୍ତାନ: ଖାଇବା ପାଇଁ ଟଣାଓଟରା, ୬ଟା ଅଣ୍ଡାର ଦାମ ୧୪୫
ଇସଲାମବାଦ,୨୬।୪: ଜମ୍ମୁ ଓ କଶ୍ମୀରର ପହଲଗାମ ଘଟିଥିବା ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକଙ୍କର ମୃତ୍ୟୁ ଘଟିଥିଲା, ଏହା ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ଘଟଣା ପରେ ଭାରତ ସିନ୍ଧୁ ଜଳ...
ଏଲ୍ଓସିରେ ସେନା ଠୁଳକଲା ପାକିସ୍ତାନ: ବଙ୍କରରେ ରହି ରଖୁଛନ୍ତି ନଜର
ନୂଆଦିଲ୍ଲୀ,୨୬।୪:ଜମ୍ମୁ-କଶ୍ମୀରର ପହଲଗାମ୍ରେ ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିବା ସହ କଡ଼ା ଚେତାବନୀ ଦେଇଥିବାରୁ ସମ୍ଭାବ୍ୟ କାର୍ଯ୍ୟାନୁଷ୍ଠାନ ଆଶଙ୍କା କରି ପାକିସ୍ତାନ ଏଥିପାଇଁ ପ୍ରସ୍ତୁତ ହେଉଛି। ଏକ ସୂତ୍ରରୁ ନିର୍ଦ୍ଦିଷ୍ଟ ଗଣମାଧ୍ୟମକୁ ମିଳିଥିବା ସୂଚନା ଅନୁଯାୟୀ,...
Archives


