ଏମିତି ଦେଶ, ଯେଉଁଠି ଦୋଷୀଙ୍କୁ ମିଳିଥାଏ ସର୍ବାଧିକ ମୃତ୍ୟୁଦଣ୍ଡ ସାଉଦିଆରବ ବି ପଡ଼ିଯିବ ପଛରେ…
ଇସଲାମାବାଦ,୧୧ା୧୦: ବିଶ୍ୱରେ ଏମିତି ଏକ ଦେଶ ଅଛି, ଯେଉଁଠି ଦୋଷୀମାନଙ୍କୁ ସର୍ବାଧିକ ମୃତ୍ୟୁଦଣ୍ଡ ମିଳିଥାଏ। ସେହି ଦେଶ ହେଲା ପାକିସ୍ତାନ। ବିଶ୍ୱବ୍ୟାପୀ ମୃତ୍ୟୁଦଣ୍ଡ ଭୋଗୁଥିବା ୨୬ ପ୍ରତିଶତ କଏଦୀ କେବଳ ପାକିସ୍ତାନରେ ଅଛନ୍ତି। ଗୁରୁବାର ପ୍ରକାଶିତ ଏକ ରିପୋର୍ଟରେ ଏହି...
ଭାରତ ପରି ପାକିସ୍ତାନରେ ରହିଛନ୍ତି କି ଆଇଆଇଟି ଇଞ୍ଜିନିୟର? ଜାଣନ୍ତୁ କେଉଁଠି ପଢ଼ନ୍ତି ପାଠ…
ଇସଲାମାବାଦ,୨୭ା୯: ଯେତେବେଳେ ଭାରତରେ ଇଞ୍ଜିନିୟରିଂ ବିଷୟରେ ଚର୍ଚ୍ଚା ହୁଏ ସେତେବେଳେ ଆଇଆଇଟିର ନାମ ଶୀର୍ଷରେ ଆସେ। କୁହାଯାଏ, ଏଠାରୁ ସ୍ନାତକ ହାସଲ କରିଥିବା ଇଞ୍ଜିନିୟରମାନେ ବହୁତ ସ୍ମାର୍ଟ ଅଟନ୍ତି। ଏହା ମଧ୍ୟ ଦେଖାଯାଇଛି ଯେ, ଆଇଆଇଟି ପଢ଼ିଥିବା ଛାତ୍ରମାନେ ଆଜି...
ପାକିସ୍ତାନ ସହ ଆଣବିକ ଚୁକ୍ତି ସ୍ବାକ୍ଷର କରିବ ବାଂଲାଦେଶ, ଭାରତର ପ୍ରତିଶୋଧ ନେବାକୁ…
ଢାକା,୧୬ା୯: ଶେଖ୍ ହାସିନାଙ୍କ ପତ୍ତନ ପରେ ବାଂଲାଦେଶରେ ଭାରତ ବିରୋଧୀ କାର୍ଯ୍ୟକଳାପ ବୃଦ୍ଧି ପାଉଛି। ଢାକା ବିଶ୍ୱବିଦ୍ୟାଳୟର ପ୍ରଫେସର ବର୍ତ୍ତମାନ ଏପରି ବିବୃତ୍ତି ଦେଇଛନ୍ତି, ଯାହା ଶୁଣିବା ପରେ ଲାଗୁଛି ଯେ; ବାଂଲାଦେଶ ବର୍ତ୍ତମାନ ପାକିସ୍ତାନ ସହ ବନ୍ଧୁତା ସ୍ଥାପନ...
‘ଚାଇନା ନାଗରିକ ତୁରନ୍ତ ପାକିସ୍ତାନ ଛାଡ଼ନ୍ତୁ, ନଚେତ୍ ଯେଉଁଠି ଦେଖିବୁ ସେଠି ସିଧାସଳଖ ହତ୍ୟା କରିବୁ’
ଇସଲାମାବାଦ୍,୨୯ା୮: ପାକିସ୍ତାନ ଭିତରେ ଦୁଇଦିନ ମଧ୍ୟରେ ବାଲୁଚ ଲିବରେଶନ ଆର୍ମି ଦ୍ୱାରା ସୃଷ୍ଟି ହୋଇଥିବା ବିଦ୍ରୋହ ପାକିସ୍ତାନୀ ସେନାର ଅବସ୍ଥାକୁ ଆହୁରି ଖରାପ କରିଦେଇଛି। ବାଲୁଚ ଲିବରେଶନ ଆର୍ମି (ବିଏଲ୍ଏ) ବର୍ତ୍ତମାନ ପାକିସ୍ତାନ ଭିତରେ ରହୁଥିବା ଚାଇନା ନାଗରିକମାନଙ୍କୁ ପାକିସ୍ତାନ...
ପାକିସ୍ତାନକୁ ଭୁଲ୍ରେ ପଶିଗଲା ଭାରତୀୟ ସେନା ଡ୍ରୋନ୍
ନୂଆଦିଲ୍ଲୀ,୨୪ା୮: ଭାରତୀୟ ସେନାର ଏକ ପର୍ଯ୍ୟବେକ୍ଷଣ ଡ୍ରୋନ୍ ଭୁଲ୍ ବଶତଃ ଜମ୍ମୁ-କଶ୍ମୀରର ରାଜେରୀ ସେକ୍ଟରରୁ ଏଲ୍ଓସି ଅତିକ୍ରମ କରି ପାକିସ୍ତାନକୁ ପଶିଯାଇଥିଲା। ଅଗଷ୍ଟ ୨୩ ସକାଳ ୯ଟା ୩୦ରେ ଏହି ଘଟଣା ଘଟିଛି। ତେବେ ପାକିସ୍ତାନ ସେନା ଏହି ଡ୍ରୋନ୍ଟିକୁ...
ରେକର୍ଡ କରିବା ଦିଗରେ ବାବର ଆଜମ୍
ନୂଆଦିଲ୍ଲୀ, ୨୦।୦୮: ପାକିସ୍ତାନ କ୍ରିକେଟ ଷ୍ଟାର ବାବର ଆଜାମ ପୁଣିଥରେ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ଅଛନ୍ତି। ବାଂଲାଦେଶ ଦଳ ବର୍ତ୍ତମାନ ପାକିସ୍ତାନ ଗସ୍ତରେ ରହିଛି । ପାକିସ୍ତାନ ଏବଂ ବାଂଲାଦେଶ ସିରିଜର ପ୍ରଥମ ମ୍ୟାଚ ୨୧ ଅଗଷ୍ଟରୁ ଖେଳାଯିବ ।...
ଡରିଲାଣି ପାକିସ୍ତାନ, ବାଂଲାଦେଶ ଭଳି ହେବନି ତ ସ୍ଥିତି ?
ନୂଆଦିଲ୍ଲୀ, ୦୯।୦୮: ବାଂଲାଦେଶରେ ଜାରି ରହିଛି ରାଜନୈତିକ ସଙ୍କଟ । ଛାତ୍ର ଆନ୍ଦୋଳନ ଏପରି ଉଗ୍ରରୂପ ଧାରଣ କରିଛି ଯେ, ସତ୍ତାରେ ଥିବା ସରକାର ଭଙ୍ଗିଛି ଏବଂ ଅନ୍ତରୀଣ ସରକାର ଶପଥ ନେଇଛି। ୫ଥରର ପ୍ରଧାନମନ୍ତ୍ରୀ ଭୟରେ ଦେଶ ଛାଡ଼ିଛନ୍ତି...
ନଦୀମଙ୍କ ସ଼୍ବର୍ଣ୍ଣକୁ ନେଇ ବହୁ ବର୍ଷ ପରେ ଖୁସି ପାଳୁଛି ପାକିସ୍ତାନ
ଇସ୍ଲାମାବାଦ, ୦୯।୦୮: ପ୍ରଥମଥର ପାଇଁ ଅଲିମ୍ପିକ୍ସର ବ୍ୟକ୍ତିଗତ ଇଭେଣ୍ଟରେ ପାକିସ୍ତାନ ସ଼୍ବର୍ଣ୍ଣ ଜିତିଛି । ଚଳିତ ପ୍ୟାରିସ୍ ଅଲିମ୍ପିକ୍ସରେ ପାକିସ୍ତାନର ଅର୍ଶଦ ନଦୀମ ଜାଭେଲିନ୍ ଥ୍ରୋରେ ଏହି ସ଼୍ବର୍ଣ୍ଣ ପଦକ ହାସଲ କରିଛନ୍ତି । ଏଥିସହିତ ଅଲିମ୍ପିକ୍ସର ସର୍ବକାଳୀନ ରେକର୍ଡ...
ଟ୍ରେନିଂ ପାଇଁ ଟଙ୍କା ନଥିଲା, ଏବେ ଅଲିମ୍ପିକ୍ ଚାମ୍ପିଅନ୍… ଜାଣନ୍ତୁ ପାକିସ୍ତାନର ଜାଭେଲିନ୍ ଫିଙ୍ଗାଳି ଅର୍ଶଦ ନଦୀମ କିଏ ?
ପ୍ୟାରିସ, ୯।୮: ପାକିସ୍ତାନର ଅର୍ଶଦ ନଦୀମ ଯିଏ ପ୍ୟାରିସ୍ ଅଲିମ୍ପିକ୍ସର ଜାଭେଲିନ୍ ଇଭେଣ୍ଟରେ ଭାରତର ତାରକା ନୀରଜ ଚୋପ୍ରାଙ୍କୁ ହରାଇ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ପାକିସ୍ତାନର ଜାଭେଲିନ୍ ଫିଙ୍ଗାଳି ଅର୍ଶଦ ନଦୀମ ଅଲିମ୍ପିକ୍ ରେକର୍ଡ ଭାଙ୍ଗି ୯୨.୯୭ ମିଟର ଫିଙ୍ଗି...
ନୀରଜଙ୍କୁ ରୌପ୍ୟ: ପାକିସ୍ତାନର ନଦିମଙ୍କୁ ସ୍ବର୍ଣ୍ଣ
ପ୍ୟାରିସ, ୯।୮: ପ୍ୟାରିସ୍ ଅଲିମ୍ପିକ୍ସରେ ଚମକ ଦେଖାଇ ରୌପ୍ୟ ପଦକ ହାସଲ କରିଛନ୍ତି ଭାରତର ନୀରଜ ଚୋପ୍ରା। ଗୁରୁବାର ଅନୁଷ୍ଠିତ ପୁରୁଷ ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ସେ ଯଦିଓ ନିଜର ଟୋକିଓ ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ବଜାୟ ରଖିବାରେ ସକ୍ଷମ...
ପାକିସ୍ତାନରେ ଝିଅମାନଙ୍କ ପାଇଁ ବିବାହର ସର୍ବନିମ୍ନ ବୟସ କେତେ?
ନୂଆଦିଲ୍ଲୀ,୪ା୮: ଭାରତରେ ଝିଅମାନଙ୍କର ବିବାହ ପାଇଁ ସର୍ବନିମ୍ନ ବୟସ ୧୮ ବର୍ଷ। କିନ୍ତୁ ଆପଣ ଜାଣନ୍ତି କି ମୁସଲମାନ ଦେଶ ପାକିସ୍ଥାନରେ ଝିଅମାନେ କେଉଁ ବୟସରେ ବିବାହ କରନ୍ତି? ପଡୋଶୀ ପାକିସ୍ତାନରେ ଝିଅମାନଙ୍କର ବିବାହ ପାଇଁ ସର୍ବନିମ୍ନ ବୟସ ୧୬...
ଆଇସିସି ନେଲା ବଡ଼ ନିଷ୍ପତ୍ତି; ଚମ୍ପିଆନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବନାହିଁ ଭାରତ
ନୂଆଦିଲ୍ଲୀ,୩।୮: ଯଦିଓ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ଏପର୍ଯ୍ୟନ୍ତ କୌଣସି ଅଫିସିଆଲ୍ ବିବୃତ୍ତି ଦେଇନାହିଁ, ଆଗାମୀ ଚମ୍ପିଆନ୍ସ ଟ୍ରଫିରେ ଭାରତ ଏହାର ସମସ୍ତ ମ୍ୟାଚ୍ ପାକିସ୍ତାନବାହରେ ଖେଳିବ। ଆଇସିସିର ଏ ନିଷ୍ପତ୍ତି ପରେ ଏହି ସମ୍ଭାବନା ସତରେ ପରିଣତ ହେବାକୁ...
Archives


