Tag Archives: PAKISTAN

ପାକିସ୍ତାନର ଏୟାରସ୍ପେସ ବନ୍ଦ, ହେବ ବଡ଼ ଆଟାକ୍‌! ମିଳିଲା ସଙ୍କେତ

ନୂଆଦିଲ୍ଲୀ,୨୫।୪: ଜମ୍ମୁ-କଶ୍ମୀରର ପହଲଗାମରେ ନିରୀହ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ ଲାଗିଛି। ପାକିସ୍ତାନର ଏୟାରସ୍ପେସ ବନ୍ଦ ହେବା ଯୋଗୁଁ, ଭାରତରୁ ଅନ୍ୟ ଦେଶକୁ ଯାଉଥିବା ବିମାନଗୁଡ଼ିକୁ ଏବେ…

ପାକିସ୍ତାନ ଫେରିଯିବେ ସୀମା ହାଇଦର! ପାକିସ୍ତାନୀ ଭିସା ବାତିଲ ପରେ ଏବେ କ’ଣ ହେବ…

ନୂଆଦିଲ୍ଲୀ,୨୫।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ସୀମା ହାଇଦରଙ୍କ ସ୍ବାମୀଙ୍କର ଏକ ନୂତନ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ଗୁଲାମ ହାଇଦର ତାଙ୍କ ପତ୍ନୀ ସୀମା ହାଇଦର, ତାଙ୍କ ନୂଆ ସ୍ବାମୀ ସଚିନ ମୀନା ଏବଂ ଓକିଲ ଏପି ସିଂହଙ୍କୁ କଡ଼ା…

ପାକିସ୍ତାନ ବିଚଳିତ: ଆରବ ସାଗରରେ ଆରମ୍ଭ କଲା ଫାୟାରିଂ ଡ୍ରିଲ

ଇସଲାମାବାଦ୍‌,୨୪।୪: ପହଲଗାମ ଆକ୍ରମଣ ପରେ ଭାରତର କଠୋର କାର୍ଯ୍ୟାନୁଷ୍ଠାନରେ ବିଚଳିତ ପାକିସ୍ତାନ ଆରବ ସାଗରରେ ଫାୟାରିଂ ଡ୍ରିଲ୍‌ ଆରମ୍ଭ କରିଦେଇଛି। ପାକିସ୍ତାନର ଏହି କାର୍ଯ୍ୟାନୁଷ୍ଠାନର ଜବାବରେ, ଭାରତୀୟ ନୌସେନା ବିମାନ INS ବିକ୍ରାନ୍ତକୁ ସମୁଦ୍ରରେ ଅବତରଣ କରିଛି। INS ବିକ୍ରାନ୍ତରେ MiG-29K…

ଭାରତ-ପାକିସ୍ତାନ ଯୁଦ୍ଧ ହେଲେ କେଉଁ ଦେଶ କାହା ସପକ୍ଷରେ ଯିବ? ଜାଣନ୍ତୁ କ’ଣ କହୁଛି ସମୀକରଣ

ଶ୍ରୀନଗର,୨୪।୪: ଜମ୍ମୁ ଏବଂ କାଶ୍ମୀରର ପହଲଗାମରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଭାରତର ୨୬ ଜଣ ନିର୍ଦ୍ଦୋଷ ଲୋକ ପ୍ରାଣ ହରାଇଛନ୍ତି। ଏହି ଆକ୍ରମଣ ପରଠାରୁ, ସମଗ୍ର ଦେଶରେ କ୍ରୋଧର ମାହୋଲ ରହିଛି। ଆକ୍ରମଣ ପାଇଁ ଦାୟୀ ଲୋକଙ୍କୁ…

କରାଚୀ ଉପକୂଳରେ କ୍ଷେପଣାସ୍ତ୍ର ପରୀକ୍ଷା କରିବ ପାକିସ୍ତାନ; ଭାରତର ତୀକ୍ଷ୍ଣ ନଜର

ନୂଆଦିଲ୍ଲୀ,୨୪।୪: ପାକିସ୍ତାନ ୨୪ ଓ ୨୫ ତାରିଖରେ କରାଚୀ ଉପକୂଳରେ ନିଜର ଏକ୍ସକ୍ଲୁସିଭ୍ ଇକୋନୋମିକ୍ ଜୋନ୍ (EEZ) ମଧ୍ୟରେ ଏକ ଭୁପୃଷ୍ଠରୁ ଭୁପୃଷ୍ଠ କ୍ଷେପଣାସ୍ତ୍ର ପରୀକ୍ଷଣ କରିବାକୁ ଯାଉଛି। ଏହି ପରୀକ୍ଷା ସମ୍ପର୍କରେ ପାକିସ୍ତାନ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି।…

Jammu Kashmir Terror Attack: ପହଲଗାମ୍‌ ଆକ୍ରମଣ ପରେ ଆସିଲା ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲା

ଇସଲାମାବାଦ୍‌,୨୩।୪: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଉପରେ ପଡ଼ୋଶୀ ଦେଶ ପାକିସ୍ତାନର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆମର ଏହି ଆକ୍ରମଣ ସହିତ କୌଣସି ସମ୍ପର୍କ ନାହିଁ। ଆମେ ସମସ୍ତ ପ୍ରକାରର ଆତଙ୍କବାଦକୁ ପ୍ରତ୍ୟାଖ୍ୟାନ କରୁ ବୋଲି ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ…

ଭାରତ ଉପରେ ରାଗିକି ନିଆଁବାଣ ପାକିସ୍ତାନ: କଶ୍ମୀରକୁ ନେଇ କହିଲା ଏମିତି

ଇସଲାମାବାଦ୍‌,୧୯।୪: ପାକିସ୍ତାନ ପିଓକେ (ପାକ ଅଧିକୃତ କଶ୍ମୀର) ଖାଲି କରିବା ଉଚିତ ବୋଲି ଭାରତର ବୟାନ ଉପରେ ପାକିସ୍ତାନ ଅସନ୍ତୋଷ ପ୍ରକାଶ କରିଛି। ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରି କହିଛି, ଭାରତର ଏହି ବିବୃତ୍ତି ମିଥ୍ୟା। ପାକିସ୍ତାନ…

ଥ୍ରୋ ବେଳେ ହେଲ୍‌ମେଟ୍‌ରେ ପଶିଗଲା ବଲ୍‌,ବ୍ୟାଟ୍ସମ୍ୟାନ ଗୁରୁତର ଆହତ; ଆମ୍ବୁଲାନ୍ସ ଯୋଗେ…

ନୂଆଦିଲ୍ଲୀ,୫।୪: ନ୍ୟୁଜିଲ୍ୟାଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଏକଦିବସୀୟ ସିରିଜର ତୃତୀୟ ମ୍ୟାଚରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ବେ ଓଭାଲରେ ଅନୁଷ୍ଠିତ ଏହି ମ୍ୟାଚ ସମୟରେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ୍‌ ଇମାମ ଉଲ ହକ୍‌ ଗୁରୁତର ଆହତ ହୋଇଛନ୍ତି। ସେ ରନ୍‌…

ପୁଣି କୃଷ୍ଣା ଘାଟି ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ, ଜବାବ ଦେଲା ସେନା

ଇସଲାମାବାଦ,୩।୪: ସୁଧୁରୁନି ପାକିସ୍ତାନ। ପୁଣିଥରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିବାକୁ ଚେଷ୍ଟା କରିଛି। ବୁଧବାର ବିଳମ୍ବିତ ରାତିରେ ପୁଞ୍ଚର କୃଷ୍ଣା ଘାଟି ସେକ୍ଟରରେ ଭାରତୀୟ ସେନାର ଆଗୁଆ ପୋଷ୍ଟଗୁଡ଼ିକୁ ଟାର୍ଗେଟ କରି ପାକିସ୍ତାନୀ ସେନା ପୁଣି ଥରେ ଗୁଳି ଚାଳନା କରିଛି।…

Global Safety Index 2025: ପ୍ରକାଶ ପାଇଲା ବିଶ୍ୱର ସବୁଠାରୁ ସୁରକ୍ଷିତ ଦେଶ ତାଲିକା: ଭାରତକୁ ପଛରେ ପକାଇଲା ପାକିସ୍ତାନ

ନୂଆଦିଲ୍ଲୀ,୩୧।୩: ଗ୍ଲୋବାଲ ସେଫ୍ଟି ଇଣ୍ଡେକ୍ସ 2025 ବିଶ୍ୱର ସବୁଠାରୁ ସୁରକ୍ଷିତ ଦେଶଗୁଡ଼ିକର ଏକ ନୂତନ ତାଲିକା ପ୍ରକାଶ କରିଛି। ଏଥିରେ କିଛି ଆଶ୍ଚର୍ଯ୍ୟଜନକ ସଂଖ୍ୟା ସାମ୍ନାକୁ ଆସିଛି। ପାକିସ୍ତାନ ଭାରତକୁ ପଛରେ ପକାଇ ଏକ ଭଲ ରାଙ୍କିଂ ହାସଲ କରିଛି। ଆମେରିକା,…

ପାକିସ୍ତାନକୁ ସମ୍ବେଦନଶୀଳ ସୂଚନା ଲିକ୍ ଅଭିଯୋଗ, BEL କର୍ମଚାରୀ ଗିରଫ

ବେଙ୍ଗାଲୁରୁ, ୨୦।୩: ଗୁରୁବାର କେନ୍ଦ୍ରୀୟ ଗୁଇନ୍ଦା ସଂସ୍ଥା ବେଙ୍ଗାଲୁରୁରେ ପାକିସ୍ତାନ ପାଇଁ ଗୁପ୍ତଚର କାର୍ଯ୍ୟ କରୁଥିବା ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ୍ (BEL)ର ଜଣେ କର୍ମଚାରୀଙ୍କୁ ଗିରଫ କରିଛି। ରାଜ୍ୟ, କେନ୍ଦ୍ରୀୟ ଏବଂ ସାମରିକ ଗୁଇନ୍ଦା ସଂସ୍ଥାଗୁଡ଼ିକ ମିଳିତ ଭାବରେ ଏହି ଅଭିଯାନ…

ପାକିସ୍ତାନ ସରକାରଙ୍କୁ ୨୪ ଘଣ୍ଟା ସମୟ ଦେଲେ ଆତଙ୍କବାଦୀ; ଦାବି ନ ମାନିଲେ ପଣବନ୍ଦୀଙ୍କୁ କରିବେ ହତ୍ୟା

ନୂଆଦିଲ୍ଲୀ,୧୨।୩: ବେଲୁଚିସ୍ତାନରେ ଟ୍ରେନ୍ ଅପହରଣ ହେବାର ୨୪ ଘଣ୍ଟାରୁ ଅଧିକ ସମୟ ବିତିଗଲାଣି। କିନ୍ତୁ ଏପର୍ଯ୍ୟନ୍ତ ପାକ୍ ସେନା ସମସ୍ତ ବନ୍ଧକଙ୍କୁ ଉଦ୍ଧାର କରିପାରି ନାହିଁ। ଏହି ସମୟରେ, ବାଲୁଚ୍ ଲିବରେସନ୍ ଆର୍ମି (BLA) PAK ସରକାରଙ୍କୁ ଏକ ନୂତନ ଚରମବାଣୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri