ଜୟଶଙ୍କରଙ୍କ ମନ୍ତବ୍ୟ ଶୁଣି ରାଗରେ ନିଆଁବାଣ ପାକିସ୍ତାନ: କହିଦେଲା ଏମିତି କଥା
ଶ୍ରୀନଗର,୬।୩: କଶ୍ମୀର ଉପରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କ ମନ୍ତବ୍ୟ ଉପରେ ପାକିସ୍ତାନ ବିରକ୍ତ ପ୍ରକାଶ କରିଛି। ପାକିସ୍ତାନ ଏହି ବକ୍ତବ୍ୟକୁ ଭିତ୍ତିହୀନ ବୋଲି କହି ଜାତିସଂଘକୁ ଦୋଷ ଦେଇଛି। ଥେମ୍ସ ହାଉସ ଥିଙ୍କ-ଟ୍ୟାଙ୍କ ଅଧିବେଶନକୁ ସମ୍ବୋଧିତ କରି ଏସ…
ପାକିସ୍ତାନରେ କ୍ଷମତା ପରିବର୍ତ୍ତନ ଲାଗି ସ୍କ୍ରିପ୍ଟ ପ୍ରସ୍ତୁତ! ଯେକୌଣସି ମୁହୂର୍ତ୍ତରେ ଶରିଫ ଭାଇଙ୍କ ହାତରୁ ଚାଲିଯାଇପାରେ କ୍ଷମତା…
ଇସଲାମାବାଦ,୫।୩: ପୁଣି ଥରେ ପାକିସ୍ତାନରେ କ୍ଷମତା ପାଇଁ ସଂଘର୍ଷ ତୀବ୍ର ହୋଇଛି। ଦେଶର ରାଜନୈତିକ ପରିସ୍ଥିତି କ୍ରମାଗତ ଭାବରେ ବିଗିଡ଼ିବାରେ ଲାଗିଛି। ଏଣୁ ଦେଶରେ ବିଦ୍ରୋହ ପାଇଁ ପ୍ରସ୍ତୁତି ଚାଲିଥିବା ଅନୁମାନ କରାଯାଉଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଗିରଫଦାରୀ ଏବଂ…
IND vs PAK: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଖୁସି ଖବର, ଚାମ୍ପିଅନ୍ସ ଟ୍ରଫି ପରେ ୩ ଥର ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ
ନୂଆଦିଲ୍ଲୀ, ୨୮।୨: ନିକଟରେ ଭାରତ ଏବଂ ପାକିସ୍ତାନ ଚାମ୍ପିଅନ୍ସ ଟ୍ରଫିରେ ମୁହାଁମୁହିଁ ହୋଇଥିଲେ। ଭାରତୀୟ ପାକିସ୍ତାନକୁ ସହଜରେ ପରାସ୍ତ କରିଥିଲା। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ ଚାମ୍ପିଅନ୍ସ ଟ୍ରଫିର ସେମିଫାଇନାଲରେ ପହଞ୍ଚିଛି, କିନ୍ତୁ ଟୁର୍ଣ୍ଣାମେଣ୍ଟରେ ପାକିସ୍ତାନର ଯାତ୍ରା ଶେଷ ହୋଇଯାଇଛି।…
ସଂସଦରେ ଉଠିବ ପାକିସ୍ତାନ ପରାଜୟ ପ୍ରସଙ୍ଗ: ଖେଳାଳିଙ୍କୁ ପ୍ରଶ୍ନ କରିବେ ପ୍ରଧାନମନ୍ତ୍ରୀ
ଇସଲାମାବାଦ୍,୨୭।୨: ଚାମ୍ପିଅନ୍ସ ଟ୍ରଫିରେ ଆୟୋଜକ ଦଳର ଖରାପ ପ୍ରଦର୍ଶନ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଖୁବ୍ଶୀଘ୍ର ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏବଂ ଦଳର ଖେଳାଳିମାନଙ୍କ ସହ ଆଲୋଚନା କରିବେ। ରାଜନୈତିକ ପରାମର୍ଶଦାତା ରାଣା ସାନାଉଲ୍ଲା ଏହି ସୂଚନା ଦେଇଛନ୍ତି।…
ଶେଷରେ ବର୍ଷା ବି ପାକିସ୍ତାନକୁ ଦେଲା ଧୋକା: ଗୋଟିଏ ମ୍ୟାଚ୍ ଜିତି ନ ପାରି ଚାମ୍ପିଅନ୍ସ ଟ୍ରଫିରୁ ହେଲା ବିଦା
ଲାହୋର,୨୭।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ର ନବମ ମ୍ୟାଚ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯିବାର ଥିଲା। କିନ୍ତୁ ବର୍ଷା ଯୋଗୁ ଏହି ମ୍ୟାଚ ବାତିଲ ହୋଇଗଲା। ଗୁରୁବାର ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ମ୍ୟାଚ ଖେଳାଯିବାର ଥିଲା। କିନ୍ତୁ ବର୍ଷା ନ…
ପାକିସ୍ତାନ ସହ ବଡ଼ ଗେମ୍ ଖେଳିଦେଲେ ଟ୍ରମ୍ପ: ଗୋଟିଏ ଝଟ୍କାରେ ରୋକିଦେଲେ…
ଇସଲାମାବାଦ୍,୨୫।୨: ନ୍ୟୁୟର୍କ ସିଟି ପାକିସ୍ତାନ ସରକାରଙ୍କ ମାଲିକାନାରେ ଥିବା ରୁଜଭେଲ୍ଟ ହୋଟେଲ ସହିତ ୨୨୦ ନିୟୁତ ଡଲାରର ଚୁକ୍ତି ସମାପ୍ତ କରିଛି। ଶରଣାର୍ଥୀଙ୍କ ପାଇଁ ଏକ ଆଶ୍ରୟସ୍ଥଳ ସୃଷ୍ଟି କରିବା ପାଇଁ ଏହି ଚୁକ୍ତିନାମା କରାଯାଇଥିଲା। ଆମେରିକୀୟ କରଦାତାଙ୍କ ଟଙ୍କାରେ ଅବୈଧ…
ଭାରତ-ପାକିସ୍ତାନ ମୁକାବିଲା ଆଜି
ଦୁବାଇ, ୨୩।୧ (ପି.ଟି.): ଚଳିତ ଆଇସିସି ଚାମ୍ପିୟନ୍ସ ଟ୍ରଫିର ସବୁଠାରୁ ହେଭିଓ୍ବେଟ ଲଢ଼େଇ ଭାରତ-ପାକିସ୍ତାନ ମୁକାବିଲା ରବିବାର ଅନୁଷ୍ଠିତ ହେବ। ଏଥିପାଇଁ ଦୁବାଇ କ୍ରିକେଟ ଷ୍ଟାଡିୟମ ପ୍ରସ୍ତୁତ। ଉଭୟ ଦେଶର କ୍ରିକେଟ ପ୍ରେମୀଙ୍କ ମନରେ ନାହିଁ ନ ଥିବା ଉତ୍ସାହ। ଏଥିରେ…
ପ୍ରଥମ ମ୍ୟାଚ୍ରେ ହାରିଲା ଆୟୋଜକ ପାକିସ୍ତାନ
କରାଚୀ, ୧୯।୨: ନ୍ୟାଶନାଲ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଆଇସିସି ଚାମ୍ପିୟନ୍ସ ଟ୍ରଫିର ଉଦ୍ଘାଟନୀ ମ୍ୟାଚରେ ନ୍ୟୁଜିଲାଣ୍ଡ ୬୦ ରନରେ ପାକିସ୍ତାନକୁ ପରାସ୍ତ କରିଛି। ଓ୍ବିଲ୍ ୟଙ୍ଗ୍ ଓ ଟମ୍ ଲଥାମଙ୍କ ଶତକ ସହାୟତାରେ ନ୍ୟୁଜିଲାଣ୍ଡ ୫୦ ଓଭରରେ ୫ ଉଇକେଟ ହରାଇ…
ଚାମ୍ପିଅନ୍ସ ଟ୍ରଫିର LIVE ମ୍ୟାଚ୍ରେ ଯୁଦ୍ଧ ବିମାନ ଉଡ଼ାଇଲା ପାକିସ୍ତାନ, Video ଭାଇରାଲ୍
କରାଚି,୧୯।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ ଆରମ୍ଭ ହୋଇଛି। କରାଚୀର ନ୍ୟାସନାଲ ବ୍ୟାଙ୍କ ଷ୍ଟାଡିୟମରେ ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ମ୍ୟାଚ୍ ପୂର୍ବରୁ ଉଦ୍ଘାଟନୀ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ସମୟରେ ପାକିସ୍ତାନ ୩ ପ୍ରକାରର ଯୁଦ୍ଧ…
Champions Trophy 2025: ଭାରତକୁ ଧମକ ଦେଲା ପାକିସ୍ତାନ: ଯେକୌଣସି ପରିସ୍ଥିତିରେ ଆମ ମାଟିରେ ଲାଗିବନି ଭାରତ ପତାକା
ଇସଲାମାବାଦ୍,୧୯।୨:ଆଜିଠାରୁ ପାକିସ୍ତାନରେ ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ପାକିସ୍ତାନ କ୍ରିକେଟ ବୋର୍ଡ ସମସ୍ତ ପ୍ରସ୍ତୁତି ସମାପ୍ତ କରିଛି। ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପାକିସ୍ତାନୀ ୟୁଟ୍ୟୁବର ସୋଏବ ଚୌଧୁରୀ ଟୁର୍ନାମେଣ୍ଟ ଆରମ୍ଭ ହେବା…
ଭାରତର ଚକ୍ରବ୍ୟୁହ, ଆଉ ପାକିସ୍ତାନକୁ ମିଳିବ ନାହିଁ ମୁସଲିମ୍ ଦେଶମାନଙ୍କର ସମର୍ଥନ!
ମସ୍କଟ,୧୮।୨: ଓମାନର ରାଜଧାନୀ ମସ୍କଟରେ ଭାରତ ମହାସାଗର ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଭାରତ ମହାସାଗର ଅଞ୍ଚଳର ବୈଦେଶିକ ମନ୍ତ୍ରୀଙ୍କ ସମେତ ୬୦ ଟି ଦେଶର ପ୍ରତିନିଧି ଅଂଶଗ୍ରହଣ କରିଥିଲେ। ଏକ ମୁସଲିମ ଦେଶରେ ଆୟୋଜିତ ଏହି ସମ୍ମିଳନୀରେ ଅନେକ ଇସଲାମିକ୍…
Watch: ପାକିସ୍ତାନରେ ଲାଗିଲା ‘କୋହଲି ଜିନ୍ଦାବାଦ’ ସ୍ଲୋଗାନ: ଦେଖନ୍ତୁ ଭିଡିଓ
ନୂଆଦିଲ୍ଲୀ,୧୫।୨: ୨୦୨୫ ଚାମ୍ପିଅନ୍ସ ଟ୍ରଫି ପାକିସ୍ତାନ ଆୟୋଜକତାରେ ଖେଳାଯିବ। କେବଳ ଟିମ ଇଣ୍ଡିଆ ଦୁବାଇରେ ଏହାର ମ୍ୟାଚ ଖେଳିବ। ଭାରତୀୟ ଦଳ ଟୁର୍ନାମେଣ୍ଟ ପାଇଁ ପାକିସ୍ତାନ ଗସ୍ତ କରିବାକୁ ମନା କରିଦେଇଥିଲା। ଅନେକ ପାକିସ୍ତାନୀ ପ୍ରଶଂସକ ସେଠାରେ ବିରାଟ କୋହଲିଙ୍କୁ ଖେଳୁଥିବା…
Archives


