ଖୁସିରେ ଗଦଗଦ ପାକିସ୍ତାନ! ଟ୍ରମ୍ପଙ୍କ ପରେ ଏହି ଦେଶ କଲା ଖୁବ ପ୍ରଶଂସା
ଇସଲାମାବାଦ,୧୭।୪: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ପାକିସ୍ତାନକୁ ପ୍ରଶଂସା କରି କହିଛନ୍ତି ଯେ ଏହା ସଂଘର୍ଷ ରୋକିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ସେ ମନ୍ତବ୍ୟ ଦେଇଛନ୍ତି ଯେ ପାକିସ୍ତାନ ଯେଉଁଭଳି ଭାବରେ ଆଲୋଚନା ମାଧ୍ୟମରେ ପରିସ୍ଥିତି ପରିଚାଳନା କରିବାକୁ…
ପୁଣି ଉଛୁଳିଲା ଟ୍ରମ୍ପଙ୍କ ପାକିସ୍ତାନ ପ୍ରେମ, ଜାଣନ୍ତୁ ଏଥର କ’ଣ କହିଲେ
ଓ୍ବାଶିଂଟନ,୧୭।୪: ଗତ ଦେଢ଼ ମାସ ଧରି ମଧ୍ୟପ୍ରାଚ୍ୟରେ ଚାଲିଥିବା ବିସ୍ଫୋରକ ସଂଘର୍ଷ ମଧ୍ୟରେ, କୂଟନୈତିକ ଟେବୁଲରୁ ଗୁରୁତ୍ୱପୂର୍ଣ୍ଣ ଖବର ଏବେ ଛାଣି ହୋଇ ଆସୁଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ସଙ୍କେତ ଦେଇଛନ୍ତି ଯେ ଇରାନ ସହିତ ଏକ ଐତିହାସିକ…
ନୋଏଡା ହିଂସାକୁ ନେଇ ଆସିଲା ଆଶ୍ଚର୍ଯ୍ୟ କଲା ଭଳି ଖବର: ଶ୍ରମିକ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର
ନୋଏଡା,୧୬।୪: ନୋଏଡାରେ ଘଟିଥିବା ସାମ୍ପ୍ରତିକ ହିଂସା ସମ୍ପର୍କରେ ପୋଲିସ କମିଶନର ଏକ ବଡ଼ କଥା କହିଛନ୍ତି, ଏହାକୁ ଏକ ପୂର୍ବ ଯୋଜନାବଦ୍ଧ ଏବଂ ଘୃଣ୍ୟ କାର୍ଯ୍ୟକଳାପ (ଦୁଷ୍ଟ ଉଦ୍ଦେଶ୍ୟ ଦ୍ୱାରା ପରିଚାଳିତ) ଭାବରେ ଦର୍ଶାଉଛି। ତାଙ୍କ ଅନୁଯାୟୀ, ଏହାକୁ ଏକ ସାଧାରଣ…
US Iran Peace Talk: ସ୍ଥିର ହେଲା ତାରିଖ ହେଲେ ପାକିସ୍ତାନରେ ନୁହେଁ…, ବଡ଼ ସର୍ତ୍ତ ମାଳିଲା ଇରାନ! ଶାନ୍ତି ଆଲୋଚନା ୨.୦ ପାଇଁ ରାଜି ଟ୍ରମ୍ପ
ତେହରାନ,୧୪।୪: ପାକିସ୍ତାନରେ ଅନୁଷ୍ଠିତ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହୋଇଥିବା ବେଳେ, ଏବେ କଳ୍ପନାଜଳ୍ପନା ବୃଦ୍ଧି ପାଉଛି ଯେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ଖୁବ ଶୀଘ୍ର ଆରମ୍ଭ ହୋଇପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି…
ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…
ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ କୂଟନୈତିକ ପ୍ରୟାସକୁ ତୀବ୍ର କରିଛି। ପାକିସ୍ତାନର ସରକାରୀ ସୂତ୍ର ପକ୍ଷରୁ ପ୍ରକାଶ। ଜଣେ…
US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ
ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା ନିଷ୍କର୍ଷିତ ହେବା ପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଥିଲା। ଇରାନ କହିଛି…
ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!
ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବିବୃତ୍ତି ସଂଘର୍ଷର ଆଶଙ୍କାକୁ ତୀବ୍ର କରିଛି। ପାକିସ୍ତାନରେ…
ଫେଲ ମାରିଲା ପାକିସ୍ତାନର ମଧ୍ୟସ୍ଥତା, ହର୍ମୁଜ ବନ୍ଦ! ୟୁ-ଟର୍ନ ନେଲା ୨ ତେଲ ଟ୍ୟାଙ୍କର, ପାକିସ୍ତାନ ଜାହାଜ ବି ସାମିଲ
ତେହରାନ,୧୨।୪: ଇସଲାମାବାଦରେ ଆମେରିକା ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ୧୪ ଦିନିଆ ଅସ୍ତ୍ରବିରତି ଉପରେ ସହମତି ପରେ ଉଭୟ ଦେଶ ଆଲୋଚନାରେ ସାମିଲ ହେବାକୁ ରାଜି ହୋଇଥିଲେ। ଇସଲାମାବାଦ ଆଲୋଚନା ଭାଙ୍ଗିଯିବା ସହିତ, ଏହାର ପ୍ରତିଫଳ ଏବେ…
ମୋଦିଙ୍କୁ ଝଟ୍କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…
ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ ଏକ ପୋଷ୍ଟ କରିଛନ୍ତି। ସେ ଲେଖିଛନ୍ତି, ‘ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ…
ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ
ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର ପୁନର୍ବାର ଖୋଲିପାରେ। ପ୍ରକୃତରେ, ଆମେରିକା ଏବଂ ଇରାନ ଶତ୍ରୁତା ଶେଷ କରିବା ପାଇଁ…
ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ
ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି ଇରାନ ଇସଲାମାବାଦରେ ଆଲୋଚନା କରିବାକୁ ଇଚ୍ଛୁକ ନୁହେଁ ବୋଲି ରିପୋର୍ଟକୁ ଖଣ୍ଡନ କରିଛନ୍ତି,…
ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’
ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ତାହିର ଆନ୍ଦ୍ରାବି ଏହି ରିପୋର୍ଟଗୁଡ଼ିକୁ ଭିତ୍ତିହୀନ ବୋଲି କହିଛନ୍ତି।…
Archives


