Tag Archives: PAKISTAN

ବିଶ଼୍ବସ୍ତରରେ ଭାରତକୁ ବଡ଼ ସଫଳତା, ବଢ଼ିଲା ଶକ୍ତି

ନୂଆଦିଲ୍ଲୀ, ୨୬।୦୬: ଆନ୍ତର୍ଜାତିକ ସ୍ତରରେ ଭାରତକୁ ଏକ ବଡ଼ ସଫଳତା ମିଳିଛି । ଆତଙ୍କବାଦୀଙ୍କୁ ଅର୍ଥ ଯୋଗାଇବା ତଥା ଅର୍ଥ ହେରଫେର ଭଳି ଘଟଣାରେ ଅଙ୍କୁଶ ଲଗାଉଥିବା ବିଶ଼୍ବ ସ୍ତରର ସଂସ୍ଥା ଫାଇନାନ୍ସିଆଲ୍‌ ଆକ୍ସନ ଟାସ୍କ ଫୋର୍ସ ବା ଏଫ୍‌ଏଟିଏଫ୍‌ ଭାରତକୁ…

ପାକିସ୍ତାନ ସେନା ଉପରେ ଆତଙ୍କବାଦୀ ଆକ୍ରମଣ

ଲାହୋର, ୨୧।୬: ଆତଙ୍କବାଦୀଙ୍କୁ ପ୍ରଶୟ ଦେଇ ଏବେ ପରିଣାମ ଭୋଗିଛି ପାକିସ୍ତାନ । ନିଜେ ହୋଇଛି ଆତଙ୍କବାଦୀଙ୍କ ଶିକାର । ପାକିସ୍ତାନ ସେନା ଉପରେ ଶୁକ୍ରବାର ଏକ ବଡ଼ ଧରଣର ଆକ୍ରମଣ ହୋଇଛି । ଫଳରେ ୪ ଯବାନ ପ୍ରାଣ ହରାଇଛନ୍ତି…

ମୋଦିଙ୍କୁ ଚିଠି ଲେଖିଲେ ପାଲେଷ୍ଟାଇନ୍‌ ପ୍ରଧାନମନ୍ତ୍ରୀ, କହିଲେ ଏହାକୁ ଥରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ବି ପଢ଼ିବା ଉଚିତ, କାରଣ…

ଜେରୁଜେଲମ୍‌,୧୬ା୬: ପଡ଼ୋଶୀ ଦେଶ ପାକିସ୍ତାନ ନିଜକୁ ମୁସଲମାନ ଦେଶର ବାଦ୍‌ଶାହା ଭାବରେ ପ୍ରମାଣ କରିବାକୁ ଚେଷ୍ଟା ଜାରି ରଖିଛି। ସେ ଅନୁଭବ କରୁଛି ଯେ, ସେ ବିଶ୍ୱର ମୁସଲମାନ ଦେଶଗୁଡ଼ିକର ନେତୃତ୍ୱ ନେଉଛି। କିନ୍ତୁ ବାସ୍ତବତା ଏହା ବ୍ୟତୀତ ଅନ୍ୟ କିଛି।…

ଚାମ୍ପିଅନ୍ସ ଟ୍ରଫି ୨୦୨୫: ପାକିସ୍ତାନର ଏହି ଷ୍ଟାଡିୟମରେ ଖେଳାଯିବ ଭାରତ-ପାକିସ୍ତାନ ମୁକାବିଲା

ନୂଆଦିଲ୍ଲୀ,୧୦ା୬: ରବିବାର ନ୍ୟୁୟର୍କରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ଟି ୨୦ ବିଶ୍ୱକପ କଡ଼ା ମୁକାବିଲା ଦେଖିବାକୁ ମିଳିଛି। ଏହି ରୋମାଞ୍ଚକର ମୁକାବିଲାରେ ଭାରତ ଏକ ଅବିଶ୍ଵନିୟ ବିଜୟ ହାସଲ କରିଛି। ତେବେ ବର୍ତମାନ ଉଭୟ ଦଳକୁ ନେଇ ଆଉ…

ଭାରତର ଅବିଶ୍ୱସନୀୟ ବିଜୟ

ନ୍ୟୁୟର୍କ, ୧୦।୬: ଟାର୍ଗେଟ ଥିଲା ମାତ୍ର ୧୨୦ ରନ। ସମ୍ମୁଖରେ ଥିଲା ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ। ଚାପ ସ୍ଥିତିରେ ଚମତ୍କାର ବୋଲିଂ କଲେ ଭାରତୀୟ ପେସ୍‌ ବାହିନୀ। ଏହାର ନେତୃତ୍ୱ ନେଲେ ଯଶପ୍ରୀତ୍‌ ବୁମ୍‌ରା। ଫଳରେ ଏକଦା ୨ ଉଇକେଟରେ ୭୩…

କଶ୍ମୀରକୁ ନେଇ ପାକିସ୍ତାନ-ଚଇନା ଭାଇ ଭାଇ, ଭାରତ ବିରୋଧରେ…

ନୂଆଦିଲ୍ଲୀ, ୯ା୬: ପାକିସ୍ତାନ ସହିତ ଏବେ ଚଇନା ହାତ ମିଶାଇ ଭାରତ ବିରୋଧୀ କାର୍ଯ୍ୟପାଇଁ ପ୍ରସ୍ତୁତ ହେଉଛି। ଦକ୍ଷିଣ ଏସିଆରେ ଶନିବାର ଦୁଇ ଦେଶ କଶ୍ମୀରକୁ ନେଇ ଥିବା ସମସ୍ୟାର ଏକତରଫା ସମାଧାନକୁ ବିରୋଧ କରିବା ନେଇ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।…

ସାମ୍ନାକୁ ଆସିଲା ପାକିସ୍ତାନର ସତ, ମୋଦିଙ୍କୁ ଜଣାଇଲାନି ଶୁଭେଚ୍ଛା

ନୂଆଦିଲ୍ଲୀ, ୮/୬: ଲୋକସଭା ନିର୍ବାଚନରେ ଏନ୍‌ଡିଏ ବିଜୟୀ ହେବା ପରେ ସାରା ବିଶ଼୍ବର ନେତା ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ହେଲେ ପଡ଼ୋଶୀ ଦେଶ ପାକିସ୍ତାନ ଏ ନେଇ କୌଣସି ପ୍ରତିକ୍ରିୟା ଦେଇନାହିଁ। ବର୍ତ୍ତମାନ ଏହାକୁ ନେଇ ପାକିସ୍ତାନର ଏକ ବୟାନ…

ଜିନ୍‌ପିଙ୍ଗ୍‌ଙ୍କୁ ଭେଟିଲେ ଶରିଫ୍‌

ବେଜିଂ,୭ା୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶୋହବାଜ୍‌ ଶରିଫ ଶୁକ୍ରବାର ବେଜିଂରେ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କୁ ସାକ୍ଷାତ କରିଛନ୍ତି। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତୃତୀୟ ପାଳି ପାଇଁ ଶପଥ ନେବାକୁ ଯାଉଥିବାବେଳେ ଦୁଇ ପଡ଼ୋଶୀ ରାଷ୍ଟ୍ରମୁଖ୍ୟଙ୍କ ଏହି ଭେଟକୁ କୂଟନୈତିକ…

ଆମେରିକାଠାରୁ ଲଜ୍ଜାଜନକ ପରାଜୟ ପରେ ପାକିସ୍ତାନ ଉପରେ ଲାଗିଲା ବଲ୍ ଟାମ୍ପରିଂ ଅଭିଯୋଗ

ଟେକ୍ସାସ,୭।୬: ଚଳିତ ଟି-୨୦ ବିଶ୍ୱକପରେ ପାକିସ୍ତାନ ଆମେରିକା ଭଳି ନବାଗତ ଦଳଠାରୁ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ଏହାପରେ ପ୍ରଶଂସକମାନେ ଏବଂ ପୂର୍ବତନ ବରିଷ୍ଠ ଖେଳାଳିମାନେ ବାବର ଆଜମଙ୍କ ଦଳକୁ କଡ଼ା ସମାଲୋଚନ କରୁଛନ୍ତି। ତେବେ ଏତିକିରେ ପାକିସ୍ତାନ ପାଇଁ ସମସ୍ୟା…

ଏଥର ପାକିସ୍ତାନକୁ ମିଳିବ ବଡ଼ ଫାଇଦା, ଏହି ପରିଷଦରେ ହେଲା ସାମିଲ

ନୂଆଦିଲ୍ଲୀ, ୭ା୬: ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦର ୫ ଅସ୍ଥାୟୀ ସିଟ୍‌ ପାଇଁ ହୋଇଥିବା ଭୋଟ୍‌ରେ ପାକିସ୍ତାନକୁ ଚୟନ କରାଯାଇଛି। ୧୯୩ ସଦସ୍ୟ ଥିବା ସଂଯୁକ୍ତ ରାଷ୍ଟ୍ର ମହାସଭାରେ ଗୁପ୍ତଭାବେ ମତଦାନ ପ୍ରକ୍ରିୟା ଅନୁଷ୍ଠିତ ହୋଇଥିଲା। ଏଥିରେ ଜିତିବା ପାଇଁ ୧୯୩…

ନିର୍ବାଚନ ଫଳ ଆସିବା ପୂର୍ବରୁ ପାକିସ୍ତାନ କହିଲା, ମୋଦି ଜିତିଲେ…

ନୂଆଦିଲ୍ଲୀ,୪୬: ଚାଲିଛି ଲୋକସଭା ନିର୍ବାଚନ ଗଣତି| ହେଲେ ଫଳାଫଳ ଆସିବା ପୂର୍ବରୁ ଏକ୍ଜିଟ୍ ପୋଲରୁ ଜଣାପଡ଼ିଥିଲା ଯେ ଦେଶରେ ପୁଣିଥରେ ଭାଜପା ସରକାର ଗଠନ କରିପାରେ| ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇପାରନ୍ତି | ଏହାକୁ ନେଇ ପଡ଼ୋଶୀ…

ପାକିସ୍ତାନରେ ଏମିତି ହୁଏ ପାଠପଢ଼ା, ପିଲାଙ୍କୁ ଦିଆଯାଏ ଏସବୁ ଶିକ୍ଷା

ନୂଆଦିଲ୍ଲୀ, ୩।୬: ଭାରତ ଏବଂ ପାକିସ୍ତାନ ଦୁଇ ପଡ଼ୋଶୀ ଦେଶ ହୋଇଥିଲେ ମଧ୍ୟ ଏହାର ସୀମାରେ ପ୍ରତ୍ୟେକ ଦିନ ତିକ୍ତତା ଦେଖିବାକୁ ମିଳିଥାଏ। କିନ୍ତୁ ତଥାପି ପଡ଼ୋଶୀ ଦେଶରେ କଣ ଚାଲିଛି ସେ ବିଷୟରେ ଜାଣିବାକୁ ଉଭୟ ଦେଶର ଲୋକେ ଆଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?