ସର୍ବାଧିକ ଟେଷ୍ଟ ୱିକେଟ ନେବାର ରେକର୍ଡ ହାସଲ କରିଛନ୍ତି ପାକିସ୍ତାନୀ ବୋଲର, ମିଚେଲ ଷ୍ଟାର୍କଙ୍କୁ ପଛରେ ପକାଇଲେ
ନୂଆଦିଲ୍ଲୀ,୨୦।୧୧: ପାକିସ୍ତାନୀ ଦ୍ରୁତ ବୋଲର ମହମ୍ମଦ ଅବାସ ଚଳିତ ବର୍ଷ ଟେଷ୍ଟ କ୍ରିକେଟରେ ସର୍ବାଧିକ ୱିକେଟ ନେବାର ରେକର୍ଡ ସ୍ଥାପନ କରିଛନ୍ତି। ସେ ଅଷ୍ଟ୍ରେଲିଆର ପ୍ରସିଦ୍ଧ ଦ୍ରୁତ ବୋଲର ମିଚେଲ ଷ୍ଟାର୍କଙ୍କୁ ପଛରେ ପକାଇ ଦେଇଛନ୍ତି। ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟ…

