ସେନା ମୁଖ୍ୟଙ୍କ ଚେତାବନୀ ପରେ ସୀମାରେ ଉଡିଲା ପାକିସ୍ତାନୀ ଡ୍ରୋନ୍: ୪୮ ଘଣ୍ଟାରେ ଦ୍ୱିତୀୟ ଘଟଣା ନୂଆଦିଲ୍ଲୀ,୧୩।୧: ଦୁଇଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ସୀମାରେ ଦେଖା ଦେଇଛି ପାକିସ୍ତାନୀ ଡ୍ରୋନ୍। ମଙ୍ଗଳବାର ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ପାକିସ୍ତାନକୁ କଡ଼ା ଭାଷାରେ “ଡ୍ରୋନ୍ ଅନୁପ୍ରବେଶ ବନ୍ଦ କରିବା” ପାଇଁ ଚେତାବନୀ ଦେଇଥିଲେ। ତେବେ ଏହାର…