ଭୁଲବଶତଃ ସୀମା ପାର କରିଗଲେ BSF ଯବାନ, ଅଟକ ରଖିଲେ ପାକିସ୍ତାନ ରେଞ୍ଜର୍ସ ନୂଆଦିଲ୍ଲୀ,୨୪।୪: ପଞ୍ଜାବର ଫିରୋଜପୁର ସେକ୍ଟରରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ସାମ୍ନାକୁ ଆସିଛି। ବୁଧବାର ଭାରତୀୟ ସୀମା ସୁରକ୍ଷା ବଳ (ବିଏସଏଫ)ର ଜଣେ ଯବାନ ଡ୍ୟୁଟି ସମୟରେ ଭୁଲବଶତଃ ଆନ୍ତର୍ଜାତୀୟ ସୀମା (ଜିରୋ ଲାଇନ) ପାର କରି ପାକିସ୍ତାନ ଅଞ୍ଚଳରେ ପ୍ରବେଶ କରିଥିଲେ।…