pakistani woman in bbsr

ଭୁବନେଶ୍ୱରରେ ପାକିସ୍ତାନୀ ମହିଳା, ୨୦୦୮ରୁ ରହିଆସୁଥିବା କମିଶନରେଟ୍‌ ପୋଲିସର ସୂଚନା

ଭୁବନେଶ୍ୱର,୨୬ା୪: ରାଜଧାନୀ ଭୁବନେଶ୍ୱରରେ ଜଣେ ପାକିସ୍ତାନୀ ମହିଳା ରହିଥିବା ସୂଚନା ମିଳିଛି। ଦୀର୍ଘମିଆଦୀ ଭିଜାରେ ୨୦୦୮ରୁ ସେ ଭୁବନେଶ୍ବରରେ ରହିଆସୁଛନ୍ତି। ତୁରନ୍ତ ପାକିସ୍ତାନ ଫେରିଯିବାକୁ କମିଶନରେଟ ପୋଲିସ…

8 months ago