Tag Archives: Pakistanis

୨୦୨୫ରେ ଦେଶ ଛାଡିଛନ୍ତି ୭ ଲକ୍ଷରୁ ଅଧିକ ପାକିସ୍ତାନୀ, ରିପୋର୍ଟରେ ବଡ଼ ଦାବି

ଇସଲାମାବାଦ,୧।୨: ୨୦୨୫ ମସିହାରେ ୭,୬୦,୦୦୦ ରୁ ଅଧିକ ପାକିସ୍ତାନୀ ନିଯୁକ୍ତି ଖୋଜିବାକୁ ଦେଶ ଛାଡିଥିଲେ। ଏହି ସଂଖ୍ୟା ଦେଶରେ ବଢୁଥିବା ଆର୍ଥିକ ଚାପ ଏବଂ ନିଯୁକ୍ତି ସୁଯୋଗର ଅଭାବକୁ ଦର୍ଶାଉଛି। ପାକିସ୍ତାନ ଅର୍ଥ ମନ୍ତ୍ରଣାଳୟର ମାସିକ ଅର୍ଥନୈତିକ ଅପଡେଟ ଏବଂ ଆଉଟଲୁକ…

ପହଲଗାମ୍ ଆତଙ୍କବାଦୀ ହମଲା ପରେ ଭାରତର ଐତିହାସିକ ନିଷ୍ପତ୍ତି: ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କଶ୍ମୀରର ପହଲଗାମ୍‌ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ହମଲା ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ଘଟଣାର ପ୍ରତିବାଦ ସ୍ୱରୂପ ଭାରତ ୧୯୬୦ରେ ସ୍ୱାକ୍ଷରିତ ସିନ୍ଧୁ ଜଳ ଚୁକ୍ତିନାମାକୁ…

୭୪% ପାକିସ୍ତାନୀ ନିଜ ଖର୍ଚ୍ଚ ପୂରଣ କରିବାରେ ଅସମର୍ଥ; ୧୦% ଲୋକେ ଦୁଇଟି କାମ କରୁଛନ୍ତି: ରିପୋର୍ଟ

ନୂଆଦିଲ୍ଲୀ,୧୧।୮: ଭୟଙ୍କର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନରେ ଲୋକମାନେ ମାସକର ଖର୍ଚ୍ଚ ମଧ୍ୟ ପୂରଣ କରିବାରେ ଅସମର୍ଥ ହେଉଛନ୍ତି। ଗତବର୍ଷ ତୁଳନାରେ ପାକିସ୍ତାନର ସହରୀ ଅଞ୍ଚଳରେ ମୁଦ୍ରାସ୍ଫିତି ଗଳବର୍ଷ ତୁଳନାରେ ୧୪ ପ୍ରତିସହତ ବୃଦ୍ଧି ପାଇଛି। ଫଳସ୍ୱରୂପ, ଦେଶର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri