୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦ ପାକିସ୍ତାନୀ ଭିକାରୀଙ୍କୁ ନିଜ ଦେଶରୁ ବାହାର କରିଦେଇଛି। ଏହି ଭିକାରୀମାନେ ଧାର୍ମିକ ପର୍ଯ୍ୟଟନ...