କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ
ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ ଭାବେ ଚର୍ଚ୍ଚାର ବିଷୟ। ପାକିସ୍ତାନ କ୍ରିକେଟ୍ ଟିମ୍ର ବୋଲିଂ କୋଚ୍ ଏସଲି ନୋଫକେ…

