ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା ଦେବା ସହ ତାଙ୍କ ସହ ଉଚିତ ବ୍ୟବହାର କରିବାକୁ ଦାବି କରି ସେମାନେ…