ଭୁବନେଶ୍ୱର,୨୧ା୧୧(ସତ୍ୟଜିତ୍ ରାଉତ): ଭୁବନେଶ୍ୱରରେ ରହୁଥିବା ପୁଅ ପାଖକୁ ଗଁାରୁ ଆସୁଥିଲେ ବାପା। ଦୁଇଟି ବ୍ୟାଗରେ ଭର୍ତ୍ତିକରି ଆଣିଥିଲେ ବିଭିନ୍ନ ପ୍ରକାର ପରିବା, ଚାଉଳ, ଲୁଗାପଟା ଆଦି ସାମଗ୍ରୀ।…