ମୋଦିଙ୍କୁ ଚିଠି ଲେଖିଲେ ପାଲେଷ୍ଟାଇନ୍ ପ୍ରଧାନମନ୍ତ୍ରୀ, କହିଲେ ଏହାକୁ ଥରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ବି ପଢ଼ିବା ଉଚିତ, କାରଣ… ଜେରୁଜେଲମ୍,୧୬ା୬: ପଡ଼ୋଶୀ ଦେଶ ପାକିସ୍ତାନ ନିଜକୁ ମୁସଲମାନ ଦେଶର ବାଦ୍ଶାହା ଭାବରେ ପ୍ରମାଣ କରିବାକୁ ଚେଷ୍ଟା ଜାରି ରଖିଛି। ସେ ଅନୁଭବ କରୁଛି ଯେ, ସେ ବିଶ୍ୱର ମୁସଲମାନ ଦେଶଗୁଡ଼ିକର ନେତୃତ୍ୱ ନେଉଛି। କିନ୍ତୁ ବାସ୍ତବତା ଏହା ବ୍ୟତୀତ ଅନ୍ୟ...