୧୧.୫ କୋଟି ପାନ୍ କାର୍ଡ ବନ୍ଦ କଲେ ସରକାର, ଏବେ ଦେବାକୁ ପଡ଼ିବ ଭାରି ଜରିମାନା ନୂଆଦିଲ୍ଲୀ,୧୦।୧୧: କେନ୍ଦ୍ର ସରକାର ୧୧.୫ କୋଟି ପାନ କାର୍ଡ ବନ୍ଦ କରି ଦେଇଛନ୍ତି। ପାନ କାର୍ଡରେ ଆଧାର କାର୍ଡ ଲିଙ୍କ ନ କରିବାରୁ ଏହି ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ସରକାର। ଏକ ଆରଟିଆଇ ଜବାବରେ ସେଣ୍ଟ୍ରାଲ ବୋର୍ଡ ଅଫ ଡାଇରେକ୍ଟ...