ବିଶ୍ୱ ମଞ୍ଚରେ ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଶଶି ଥରୁର: କଂଗ୍ରେସ ନେତା କହିଲେ ଭାଜପାର ‘ଚାମ୍ଚା’ ନୂଆଦିଲ୍ଲୀ/ପାନାମା,୨୮।୫: ପାକିସ୍ତାନ ଏବଂ ଆତଙ୍କବାଦ ମଧ୍ୟରେ ସମ୍ପର୍କର ପର୍ଦ୍ଦାଫାସ କରିବା ପାଇଁ ଭାରତୀୟ ନେତାମାନଙ୍କର ଏକ ପ୍ରତିନିଧିମଣ୍ଡଳୀ ବିଶ୍ୱର ବିଭିନ୍ନ ଦେଶ ଗସ୍ତରେ ଅଛନ୍ତି। ଏହି କ୍ରମରେ, କଂଗ୍ରେସ ସାଂସଦ ଶଶି ଥରୁରଙ୍କ ନେତୃତ୍ୱରେ ଏକ ସର୍ବଦଳୀୟ ପ୍ରତିନିଧିମଣ୍ଡଳୀ ପାନାମାରେ...