ପଞ୍ଚାୟତ ଉପନିର୍ବାଚନ ପାଇଁ ତାରିଖ ଘୋଷଣା: ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ହେବ ଉପନିର୍ବାଚନ ଭୁବନେଶ୍ୱର,୨୧।୫: ପଞ୍ଚାୟତ ଉପନିର୍ବାଚନ ପାଇଁ ବୁଧବାର ନିର୍ବାଚନ କମିଶନ ପକ୍ଷରୁ ତାରିଖ ଘୋଷଣା କରାଯାଇଛି। ୪୩ ପଞ୍ଚାୟତ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ। ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ହେବ ଉପନିର୍ବାଚନ ହେବ। ଜୁନ ୨୪ରେ ଭୋଟ ଗଣତି...